• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th September 2024: ଆଜି ଏହି ରାଶିର ବ୍ୟକ୍ତିଙ୍କର ଚାକିରିରେ ପଦୋନ୍ନତିର ଯୋଗ ରହିଛି

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୨୭ ତାରିଖ ଶୁକ୍ରବାର ।ଚନ୍ଦ୍ର- କର୍କଟ ଅହୋରାତ୍ର, ତିଥି- ୧୦ମୀ ଦିବା ୦୧.୨୦ ଗତେ ୧୧ଶୀ,ଘାତଚନ୍ଦ୍ର- ନାସ୍ତି ,ଘାତବାର- ବିଛା , ଧନୁ ଓ ମୀନ ରାଶିର ପୁଷ୍କର ଦୋଷ- ନାସ୍ତି

Capricorn

ମକର

Friday 27 Sep 2024

ଉ , ଷାଢା - ଶାରିରୀକ କ୍ରିଡା ଭୋଗିଲେ ମଧ୍ୟ ଅନ୍ୟ ସମସ୍ତ କର୍ମରେ ଶୁଭଫଳ ପାଇବେ । ପ୍ରେମିକ ପ୍ରେମିକା ମାନେ ବିଶ୍ୱାସ ଭାଜନ ହେବେ । ନୂଆ ଲୋକଙ୍କ ସହ ସାକ୍ଷାତରେ ଆପଣଙ୍କୁ ଲାଭ ହେବ

ଶ୍ରବଣା – ବ୍ୟବସାୟରେ ବିଦେଶକୁ ଯାଇ ଲାଭ ପାଇବେ । ସକାରତ୍ମକ ଭାବନା ଆଗକୁ ବଢିବାରେ ସହାୟକ ହେବ । ଶାସନରେ ଥିବା ଲୋକଙ୍କ ସହ ସଂପର୍କ ହେବ ।

ଧନିଷ୍ଠା – ଜମି କ୍ରୟ କରି ଖୁସି ରହିବେ । କୈାଣସି କଥାକୁ ନେଇ ଭାବୁକ ରହିବେ । ବ୍ୟବସାୟରେ ନୂଆ ସୁଯୋଗ ଓ କାମ ପାଇବେ । ଯେଉଁ କାମ କରିବାକୁ ଚାହିଁବେ ତାକୁ ମନପ୍ରାଣ ଢାଳି ପୂରା କରିଦେବେ

ପ୍ରତିକାର – କାଳିଙ୍କ ଯନ୍ତ୍ରିକା ମହା କବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :