• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th April 2023: ଏହି ରାଶିର ବ୍ୟକ୍ତିଙ୍କୁ ଆଜି କିଛି ଖୁସି ଖବର ମିଳିପାରେ

ସୌର ମେଷ ମାସ ବୈଶାଖ ଶୁକ୍ଲପକ୍ଷ । ଇଂରାଜୀରେ ୨୮ ତାରିଖ, ଶୁକ୍ରବାର,  ଚନ୍ଦ୍ର – କର୍କଟ, ଅହୋରାତ୍ର ତିଥି – ୮ମୀ, ଦିବା ୦୪.୦୧ ଗତେ ୯ମୀ, ଘାତ ଚନ୍ଦ୍ର – ନାସ୍ତି, ଘାତ ବାର – ବିଛା, ଧନୁ ଓ ମୀନ, ପୁଷ୍କର ଦୋଷ - ନାସ୍ତି 

Aries

ମେଷ

Friday 28 Apr 2023

ପୂ, ଭାଦ୍ରପଦ- ଭାଗ୍ୟ ଉଦ୍ୟୋଗି ହେବା ସହିତ, ବ୍ୟବସାୟ – ବାଣିଜ୍ୟରେ ଲାଭ ମିଳିବ । ପରିବାରରେ ସୁଖ - ପ୍ରୀତି ବୃଦ୍ଧି ପାଇବ । ଅଫିସରେ କରିଥିବା କାମର ଶ୍ରେୟ କାହାରିକୁ ଦିଅନ୍ତୁ ନାହିଁ ।  ଧର୍ମ ଭାବନାରୁ ମନ ଦୂରେଇବେ
ଉ, ଭାଦ୍ରପଦ- ପଢାପଢିରେ ସର୍ମ୍ପୂର୍ଣ୍ଣ ଅବହେଳା  କରିବେ । ଉପରିସ୍ଥ କର୍ମଚାରୀଙ୍କ ନେତୃତରେ କାର୍ଯ୍ୟ ସମ୍ପାଦନା କରିବେ । ବନ୍ଧୁ ମିଳନ ହୋଇପାରେ । ଆର୍ଥିକ ଲାଭ ସହିତ ସମ୍ପତି ବୃଦ୍ଧି ହେବ ।
ରେବତୀ-  ଘରକୁ ଜିନିଷ କିଣି  ଅଧିକ ପଇସା ଖର୍ଚ୍ଚ କରିପାରନ୍ତି । ଜୀବନରେ ନୂଆ ସଂକେତ ମିଳିପାରେ । ଗଣମାଧ୍ୟମରେ କର୍ମଚାରୀଙ୍କ ଲାଗି ଦିନଟି ଭଲ  ରହିବ

ପ୍ରତିକାର –  ବୃହସ୍ପତିଙ୍କ ଗାୟତ୍ରି ମନ୍ତ୍ରକୁ ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :