• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th April 2023: ଏହି ରାଶିର ବ୍ୟକ୍ତିଙ୍କୁ ଆଜି କିଛି ଖୁସି ଖବର ମିଳିପାରେ

ସୌର ମେଷ ମାସ ବୈଶାଖ ଶୁକ୍ଲପକ୍ଷ । ଇଂରାଜୀରେ ୨୮ ତାରିଖ, ଶୁକ୍ରବାର,  ଚନ୍ଦ୍ର – କର୍କଟ, ଅହୋରାତ୍ର ତିଥି – ୮ମୀ, ଦିବା ୦୪.୦୧ ଗତେ ୯ମୀ, ଘାତ ଚନ୍ଦ୍ର – ନାସ୍ତି, ଘାତ ବାର – ବିଛା, ଧନୁ ଓ ମୀନ, ପୁଷ୍କର ଦୋଷ - ନାସ୍ତି 

Taurus

ବୃଷ

Friday 28 Apr 2023

କୃତିକା- ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ । ରାଜନୀତି କ୍ଷେତ୍ରରେ ଇଚ୍ଛା ନଥିଲେ ମଧ୍ୟ  କେତେକ କର୍ମ କରିବାକୁ ବାଧ୍ୟ ହେବେ । ବିଶେଷ କାମକୁ ପ୍ରଥମେ କରିବାକୁ ଚେଷ୍ଟା  କରିବେ ।
ରୋହିଣୀ- ଅଧ୍ୟାପକଙ୍କ ଲାଗି ଧନର ନୂଆ ମାର୍ଗ ଖୋଲିବ ।  ପିଲାମାନଙ୍କ ପାଠପଢାକୁ ନେଇ ଖୁସି ରହିବେ । ଯାନବାହନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଂଶସିତ ହେବେ।    
ମୃଗଶିରା- ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । ବାହ୍ୟ ଶତ୍ରୁ ମାନଙ୍କଠାରୁ ଦୂରେଇ ରହିବା ଭଲ । ରାଜନୀତି ବିରୋଧୀ ସମ୍ମୁଖିନ ହେଲେ ମଧ୍ୟ ବିରୋଧୀ ଦଳ କିଛି କ୍ଷତି କରି ପାରିବେ ନାହିଁ ।    

ପ୍ରତିକାର –  ଶୁକ୍ରଙ୍କର  ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :