• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th April 2023: ଏହି ରାଶିର ବ୍ୟକ୍ତିଙ୍କୁ ଆଜି କିଛି ଖୁସି ଖବର ମିଳିପାରେ

ସୌର ମେଷ ମାସ ବୈଶାଖ ଶୁକ୍ଲପକ୍ଷ । ଇଂରାଜୀରେ ୨୮ ତାରିଖ, ଶୁକ୍ରବାର,  ଚନ୍ଦ୍ର – କର୍କଟ, ଅହୋରାତ୍ର ତିଥି – ୮ମୀ, ଦିବା ୦୪.୦୧ ଗତେ ୯ମୀ, ଘାତ ଚନ୍ଦ୍ର – ନାସ୍ତି, ଘାତ ବାର – ବିଛା, ଧନୁ ଓ ମୀନ, ପୁଷ୍କର ଦୋଷ - ନାସ୍ତି 

Aquarius

କୁମ୍ଭ

Friday 28 Apr 2023

ଧନିଷ୍ଠା- ସ୍ୱାସ୍ଥ୍ୟରେ ଅବନ୍ନତି ଦେଖା ଦେଇପାରେ । ବିବାହ ଆଶାୟୀ ଯୁବକ ଯୁବତୀ ମାନଙ୍କ ପାଇଁ ସ୍ଥିରିକୃତ ହୋଇପାରେ । ସମସ୍ତ ପ୍ରକାରର ସୁବିଧାଥିଲେ ମଧ୍ୟ ବହୁ କଷ୍ଟରେ କାର୍ଯ୍ୟସିଦ୍ଧି ଘଟିବ ।
ଶତଭିଷା- ପାରିବାରିକ ଜୀବନ ଆନନ୍ଦମୟ ରହିବ । ବ୍ୟବସାୟ-ବାଣିଜ୍ୟରେ ପ୍ରଗତି କରିବେ । ନୂଆ କର୍ମଚାରୀଙ୍କ ସାକ୍ଷାତରେ କିଛି ନୂଆ ମଉକା ପାଇପାରିବେ । ରାଜନୀତି କ୍ଷେତ୍ରରେ ବିଜୟ ଲାଭ କରିବେ ।
ପୂ,  ଭାଦ୍ରପଦ- ଶିକ୍ଷାର୍ଥୀମାନେ ଅଧ୍ୟୟନ ରତ ରହିବେ । ସାମାଜିକ ଗଣ ମାଧ୍ୟମରେ ସହଯୋଗ ଦେବେ ।  ଗୃହିଣୀ ମାନଙ୍କ ପାଇଁ ଦିନଟି ମିଶ୍ରିତ ରହିବ ।

ପ୍ରତିକାର – ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :