• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th April 2023: ଏହି ରାଶିର ବ୍ୟକ୍ତିଙ୍କୁ ଆଜି କିଛି ଖୁସି ଖବର ମିଳିପାରେ

ସୌର ମେଷ ମାସ ବୈଶାଖ ଶୁକ୍ଲପକ୍ଷ । ଇଂରାଜୀରେ ୨୮ ତାରିଖ, ଶୁକ୍ରବାର,  ଚନ୍ଦ୍ର – କର୍କଟ, ଅହୋରାତ୍ର ତିଥି – ୮ମୀ, ଦିବା ୦୪.୦୧ ଗତେ ୯ମୀ, ଘାତ ଚନ୍ଦ୍ର – ନାସ୍ତି, ଘାତ ବାର – ବିଛା, ଧନୁ ଓ ମୀନ, ପୁଷ୍କର ଦୋଷ - ନାସ୍ତି 

Gemini

ମିଥୁନ

Friday 28 Apr 2023

ମୃଗଶିରା- ଯୋଗାଯୋଗ ଅଭାବ ହେତୁ ସମ୍ପର୍କ ମଧ୍ୟରେ ଦୂରତା ରହିପାରେ । ବାହାରେ ଖାଦ୍ୟ ଖାଇବା ଠାରୁ ଦୂରରେ ରୁହନ୍ତୁ । ଜୀବନ ସାଥୀଙ୍କୁ ପ୍ରତ୍ୟେକ ଅସୁବିଧାରୁ ରକ୍ଷା କରିବାକୁ ଚେଷ୍ଟା କରିବେ     
ଆଦ୍ରା- କର୍ମକ୍ଷେତ୍ରରେ ପରିଶ୍ରମର ଫଳ ମିଳିବ ।  ଭାଗ୍ୟର ପରିବର୍ତ୍ତନ ହେଲାଭଳି ଉନ୍ନତି ପଥରେ ଅଗ୍ରସର ହେବେ । ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସଫଳ ହେବେ 
ପୁନର୍ବସୁ- ଧନ ସମ୍ପତ୍ତି ବୃଦ୍ଧି ହୋଇପାରେ । ମହିଳାମାନେ ଆତ୍ମ ସମ୍ମାନ ବଜାୟ ରଖିବେ । ନୂଆ ଲୋକଙ୍କ ସହିତ ହାତେ ମାପି ଚାଖଣ୍ଡେ ଚାଲନ୍ତୁ । ବିଚାର ବିଭାଗ ରାୟ ସପକ୍ଷରେ ଯିବ

ପ୍ରତିକାର – ଦର୍ତାତ୍ରେୟଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :