• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th April 2023: ଏହି ରାଶିର ବ୍ୟକ୍ତିଙ୍କୁ ଆଜି କିଛି ଖୁସି ଖବର ମିଳିପାରେ

ସୌର ମେଷ ମାସ ବୈଶାଖ ଶୁକ୍ଲପକ୍ଷ । ଇଂରାଜୀରେ ୨୮ ତାରିଖ, ଶୁକ୍ରବାର,  ଚନ୍ଦ୍ର – କର୍କଟ, ଅହୋରାତ୍ର ତିଥି – ୮ମୀ, ଦିବା ୦୪.୦୧ ଗତେ ୯ମୀ, ଘାତ ଚନ୍ଦ୍ର – ନାସ୍ତି, ଘାତ ବାର – ବିଛା, ଧନୁ ଓ ମୀନ, ପୁଷ୍କର ଦୋଷ - ନାସ୍ତି 

Leo

ସିଂହ

Friday 28 Apr 2023

ମଘା-  ବଡ ବ୍ୟବସାୟ ଦଳରେ ସାମିଲ ହେବା ପାଇଁ ପ୍ରସ୍ତାବ ପାଇବେ । ଆଜି କିଛି ଭଲ ଖବର ମିଳିବ ଯାହାକୁ ନେଇ ପୁରା ଦିନ ମନ ପ୍ରସନ୍ନ ରହିବ । କୌଣସି କାର୍ଯ୍ୟରେ ମଧ୍ୟସ୍ତି କରନ୍ତୁ ନାହିଁ ।
ପୂ- ଫାଲ୍‌ଗୁନୀ- ପରିବାର ସହ ଦୂର ସ୍ଥାନକୁ ଯାତ୍ରା କରିବା ସହିତ ଘରୋପକରଣ ଜିନିଷ ମଧ୍ୟ ଆଣି ପାରନ୍ତି । ଦାମ୍ପତ୍ୟ ଜୀବନରେ ସୈାହାର୍ଦ୍ଦ୍ୟ ବଢିପାରେ । କୈାଣସି ନିଷ୍ପତ୍ତି ନେବା ପୂର୍ବରୁ ଅଭିଜ୍ଞ ବ୍ୟକ୍ତିଙ୍କ ପରାମର୍ଶ ନିଅନ୍ତୁ । 
ଉ- ଫାଲ୍‌ଗୁନୀ- ଆପଣଙ୍କୁ ପୁରସ୍କାର ମିଳିବାର ଯୋଗ ରହିଛି। କ୍ଷମତାଶାଳୀ ହେବାର ସୁଯୋଗ ଆସିବ । ରାଜନୈତିକ କ୍ଷେତ୍ରରେ ସମ୍ମାନ ଓ ସହଯୋଗ ମିଳିବ । ଅପ୍ରତ୍ୟାଶିତ ସଂମ୍ପତି ମିଳିବାର ସୂଚନା ଅଛି 

ପ୍ରତିକାର – ମନ୍ଦିରରେ କଳା ସୋରିଷ ମଞ୍ଜି ଦାନ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :