• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th April 2023: ଏହି ରାଶିର ବ୍ୟକ୍ତିଙ୍କୁ ଆଜି କିଛି ଖୁସି ଖବର ମିଳିପାରେ

ସୌର ମେଷ ମାସ ବୈଶାଖ ଶୁକ୍ଲପକ୍ଷ । ଇଂରାଜୀରେ ୨୮ ତାରିଖ, ଶୁକ୍ରବାର,  ଚନ୍ଦ୍ର – କର୍କଟ, ଅହୋରାତ୍ର ତିଥି – ୮ମୀ, ଦିବା ୦୪.୦୧ ଗତେ ୯ମୀ, ଘାତ ଚନ୍ଦ୍ର – ନାସ୍ତି, ଘାତ ବାର – ବିଛା, ଧନୁ ଓ ମୀନ, ପୁଷ୍କର ଦୋଷ - ନାସ୍ତି 

Virgo

କନ୍ୟା

Friday 28 Apr 2023

ଉ- ଫାଲ୍‌ଗୁନୀ- ସ୍ୱାସ୍ଥ୍ୟରେ ପରିବର୍ତ୍ତନ ଆସି ଶାରୀରିକ କଷ୍ଟ ଦୂର ହେବ । ପିଲାମାନଙ୍କ ପଢାକୁ ନେଇ ମନ ଖୁସି ରହିବ। ସାମାଜିକ କ୍ଷେତ୍ରରେ ଆଶା କରୁଥିବା ଖବର ପାଇ ଆନନ୍ଦିତ ହେବେ ।  ବ୍ୟବସାୟରେ ଭାଗିଦାରୀଙ୍କ ସହ ମତାନ୍ତର ଦୂରେଇ ଯିବ ।
ହସ୍ତା-  କାରବାରରେ ପରିବର୍ତ୍ତନ କରିବାର ଇଚ୍ଛା ଜାଗ୍ରତ ହେବ । ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ । ସାମ୍ବାଦିକମାନେ କୈାଣସି ଶୁଭ ସମାଚାର ଶୁଣିବାକୁ ପାଇବେ ।
ଚିତ୍ରା- ସମାଜ ସେବା କାର୍ଯ୍ୟରେ ଯୋଗ ଦେବେ । ଅଚିହ୍ନା ଲୋକଙ୍କ ଠାରୁ ସାହାର୍ଯ୍ୟ ପାଇବେ । ପୁରାତନ ଜିନିଷ ଓ ଗହଣା ଉପରେ ନିବେଶ କଲେ ବହୁତ ଲାଭ ଓ ଉନ୍ନତି ହୋଇପାରେ ।

ପ୍ରତିକାର – ନୃସିଂଙ୍କର  ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :