• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th April 2023: ଏହି ରାଶିର ବ୍ୟକ୍ତିଙ୍କୁ ଆଜି କିଛି ଖୁସି ଖବର ମିଳିପାରେ

ସୌର ମେଷ ମାସ ବୈଶାଖ ଶୁକ୍ଲପକ୍ଷ । ଇଂରାଜୀରେ ୨୮ ତାରିଖ, ଶୁକ୍ରବାର,  ଚନ୍ଦ୍ର – କର୍କଟ, ଅହୋରାତ୍ର ତିଥି – ୮ମୀ, ଦିବା ୦୪.୦୧ ଗତେ ୯ମୀ, ଘାତ ଚନ୍ଦ୍ର – ନାସ୍ତି, ଘାତ ବାର – ବିଛା, ଧନୁ ଓ ମୀନ, ପୁଷ୍କର ଦୋଷ - ନାସ୍ତି 

Libra

ତୁଳା

Friday 28 Apr 2023

ଚିତ୍ରା- ପ୍ରିୟତମଙ୍କ ସହ ଆପଣଙ୍କ ସମ୍ବନ୍ଧ ଭଲ ହେବ । କର୍ମ ପାଇଁ ସମ୍ମାନିତ ଦକ୍ଷତା ପ୍ରତିପାଦିତ  ହେବେ । ନୂତନ କାର୍ଯ୍ୟକୁ ନେଇ ସେଥିରେ କୃତକାର୍ଯ୍ୟ ହେବେ । ଗମନାଗମନ କରିବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ
ସ୍ୱାତୀ- ବିଦେଶରେ ଥିବା ସମ୍ପର୍କୀୟଙ୍କ ଠାରୁ ଶୁଭ ଖବର ପାଇବେ । କାରବାରରେ ଆପଣଙ୍କୁ ପ୍ରଚୁର ଲାଭ ହେବ । ପଢାପଢିରେ ଓ ପରୀକ୍ଷାରେ ସଫଳ ମିଳିବ । ଚାକିରିରେ ଦୂର ଯାତ୍ରାର ସମ୍ଭାବନା ରହିଛି । ଅଜଣା ଶତ୍ରୁ ଆପଣଙ୍କର କ୍ଷତି କରି ପାରନ୍ତି ।
ବିଶାଖା-ଗୃହସୀମା ମହିଳାମାନେ ନୂଆ କିଛି କରିବା ପାଇଁ ଚେଷ୍ଟା କେରିବେ । ମହିଳମାନେ ବହୁତ କଷ୍ଟ ପାଇବେ । ପ୍ରଶାସନିକ ସ୍ତରରେ ସମସ୍ୟା ସମାଧାନରେ ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ 

ପ୍ରତିକାର – କମଳାଙ୍କର ମୂଳ  ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :