• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th April 2023: ଏହି ରାଶିର ବ୍ୟକ୍ତିଙ୍କୁ ଆଜି କିଛି ଖୁସି ଖବର ମିଳିପାରେ

ସୌର ମେଷ ମାସ ବୈଶାଖ ଶୁକ୍ଲପକ୍ଷ । ଇଂରାଜୀରେ ୨୮ ତାରିଖ, ଶୁକ୍ରବାର,  ଚନ୍ଦ୍ର – କର୍କଟ, ଅହୋରାତ୍ର ତିଥି – ୮ମୀ, ଦିବା ୦୪.୦୧ ଗତେ ୯ମୀ, ଘାତ ଚନ୍ଦ୍ର – ନାସ୍ତି, ଘାତ ବାର – ବିଛା, ଧନୁ ଓ ମୀନ, ପୁଷ୍କର ଦୋଷ - ନାସ୍ତି 

Scorpio

ବିଛା

Friday 28 Apr 2023

ବିଶାଖା- ଅଧିକ ଚିନ୍ତା କରିଲେ ମାନସିକ ଶାନ୍ତି ଭଙ୍ଗ ହେବ । ପ୍ରେମ ଜୀବନ ଭଲ ରହିବ । ଦୀର୍ଘଦିନ ଧରି ପ୍ରୟାସ କରି ଆସୁଥିବା କାମରେ ସଫଳ ହେବେ। ଚାକିରିରେ କ୍ରୋଧର ବଶବର୍ତ୍ତୀ ହୁଅନ୍ତୁ ନାହିଁ ।
ଅନୁରାଧା- ସମାଜରେ ଆପଣଙ୍କ ମାନ ସମ୍ମାନ ବଢିବ । ଶିକ୍ଷାର୍ଥୀ ଏକାନ୍ତରେ ପାଠ ପଢିବା ପାଇଁ ଚେଷ୍ଟା କରନ୍ତୁ । ରାଜନୀତିରେ କିଛି ସମସ୍ୟା ଆପଣଙ୍କୁ ବିଚଳିତ କରିପାରେ
ଜ୍ୟୋଷ୍ଠା- ପୈତୃକ ସମ୍ପତ୍ତିକୁ ନେଇ ନିଜ ଲୋକ କ୍ଷତି କରିବା ପାଇଁ ଚେଷ୍ଟା କରିବେ ।  ମହିଳାମାନେ ଉଚ୍ଚମନା ରହିବେ । ମନୋରଞ୍ଜନ କାର୍ଯ୍ୟରେ ବା କଳାସଙ୍ଗୀତ ଓ ନୃତ୍ୟ ଗୀତରେ ମଜ୍ଜି ରହିବେ ।

ପ୍ରତିକାର – ମା ମଙ୍ଗଳାଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :