• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th April 2023: ଏହି ରାଶିର ବ୍ୟକ୍ତିଙ୍କୁ ଆଜି କିଛି ଖୁସି ଖବର ମିଳିପାରେ

ସୌର ମେଷ ମାସ ବୈଶାଖ ଶୁକ୍ଲପକ୍ଷ । ଇଂରାଜୀରେ ୨୮ ତାରିଖ, ଶୁକ୍ରବାର,  ଚନ୍ଦ୍ର – କର୍କଟ, ଅହୋରାତ୍ର ତିଥି – ୮ମୀ, ଦିବା ୦୪.୦୧ ଗତେ ୯ମୀ, ଘାତ ଚନ୍ଦ୍ର – ନାସ୍ତି, ଘାତ ବାର – ବିଛା, ଧନୁ ଓ ମୀନ, ପୁଷ୍କର ଦୋଷ - ନାସ୍ତି 

Sagittarius

ଧନୁ

Friday 28 Apr 2023

ମୂଳା- ପ୍ରେମ ସମ୍ପର୍କରେ  ମଧୁରତା ବଢିବ । ଅଫିସ କାମରେ ମନ୍ଥର ଗତିରେ ପୂରା ହେବ । ବ୍ୟବସାୟରେ  ଯୋଜନାବଦ୍ଧ ରୂପେ କାମ କରିବେ । ଅସନ୍ତୋଷ ଭାବନାକୁ ନିଜ ଅବୈଧ ହେବାକୁ ଦିଅନ୍ତୁ ନାହିଁ ।
ପୂ, ଷାଢା- କମ୍ ପରିଶ୍ରମ କରି ନିଜର ଉଦ୍ଦେଶ୍ୟ ହାସଲ କରିନେବେ । ଚାକିରି କ୍ଷେତ୍ରରେ ବିରୋଧି ଦଳଙ୍କ ସଂଖ୍ୟା ବଢିପାରେ । ଶିକ୍ଷାକ୍ଷେତ୍ରରେ ଉଚ୍ଚକାଂକ୍ଷା ପୁର୍ତିର ଫଳ ସ୍ୱରୂପ ନିଜ କ୍ଷେତ୍ରରେ ଅଗ୍ରଣୀ ଭୂମିକା ଗ୍ରହଣ କରି ପାରିବେ 
ଉ,  ଷାଢା- ରାଜନୀତିରେ ନେତୃତ୍ୱ ବୃଦ୍ଧି ହେବ । ଅଧିକ ଖର୍ଚ୍ଚକରି ଭୂମିକ୍ରୟ କରିବେ । ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରି ପ୍ରଂଶସିତ ହେବେ । ଶିଳ୍ପ ବାଣିଜ୍ୟରେ କ୍ଷେତ୍ରରେ ଅଭିବୃଦ୍ଧି ଘଟିପାରେ 

ପ୍ରତିକାର – ଗୋ ମତାଙ୍କୁ ସବୁଜ ଖାଦ୍ୟ ଏବଂ କିଛି ଗୁଣ୍ଡ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :