• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th April 2023: ଏହି ରାଶିର ବ୍ୟକ୍ତିଙ୍କୁ ଆଜି କିଛି ଖୁସି ଖବର ମିଳିପାରେ

ସୌର ମେଷ ମାସ ବୈଶାଖ ଶୁକ୍ଲପକ୍ଷ । ଇଂରାଜୀରେ ୨୮ ତାରିଖ, ଶୁକ୍ରବାର,  ଚନ୍ଦ୍ର – କର୍କଟ, ଅହୋରାତ୍ର ତିଥି – ୮ମୀ, ଦିବା ୦୪.୦୧ ଗତେ ୯ମୀ, ଘାତ ଚନ୍ଦ୍ର – ନାସ୍ତି, ଘାତ ବାର – ବିଛା, ଧନୁ ଓ ମୀନ, ପୁଷ୍କର ଦୋଷ - ନାସ୍ତି 

Capricorn

ମକର

Friday 28 Apr 2023

ଉ, ଷାଢା- ଧନ ପ୍ରାପ୍ତିର ଯୋଗ ଓ ବ୍ୟବସାୟରେ ଉନ୍ନତି ରହିବ ।  ସାମୟିକ ଦେହପୀଡା, ଓ ବନ୍ଧୁ ବିୟୋଗ ଦେଖାଦେବ । କର୍ମକ୍ଷେତ୍ରରେ ଅଧିକ ପରିଶ୍ରମ ଓ କାର୍ଯ୍ୟ ବ୍ୟସ୍ତତା ଯୋଗୁ  ହଇରାଣ ହୋଇ ପାରନ୍ତି ।
ଶ୍ରବଣା-  ଆର୍ଥିକ ଲାଭ ତଥା ଭୂମି, ସୁନା ଆଦି ଲାଭ କରିବେ । ଶତ୍ରୁମାନେ ପରାଜିତ ହେବେ ଏବଂ ସରକାରୀ ସହୟତା ପାଇବେ । ବନ୍ଧୁ ପରିଜନଙ୍କ ଠାରୁ ପ୍ରଶଂସିତ ହେବେ ।
ଧନିଷ୍ଠା- ବିଦ୍ୟାର୍ଥୀମାନେ ଉତ୍ତମ ଫଳ ପାଇବେ ।  ଚାକିରି କ୍ଷେତ୍ରରେ କୁଚକ୍ରାନ୍ତ ବଶବର୍ତ୍ତୀ ହୋଇ କ୍ଷୋଭ କରିବେ । ମାଲିମକନ୍ଦମାର ଶୁଣାଣି ଆପଣଙ୍କ ବିପକ୍ଷରେ ଯିବା ସହିତ ଦଣ୍ଡବିଧାନ ହୋଇ ନଥାଏ । ଅନ୍ୟ ମାନଙ୍କୁ ଭାବିଚିନ୍ତି କଥା କୁହନ୍ତୁ

ପ୍ରତିକାର – ମା  ଶାରଳାଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :