ସୈାର ସିଂହ ମାସ ଭାଦ୍ରବ ଶୁକ୍ଲପକ୍ଷ । ଇଂରାଜୀରେ ୨୮ ତାରିଖ ରବିବାର । ତିଥି – ପ୍ରତିପଦ ଦିବା ୦୨/୪୫ ଗତେ ୨ୟା, ଚନ୍ଦ୍ର – ସିଂହ ରାତ୍ରି ୦୪/୧୪ ଗତେ କନ୍ୟା, ଘାତ ଚନ୍ଦ୍ର- କର୍କଟ ଓ ମକର ରାତ୍ରି ୦୪/୧୪ ଗତେ ବୃଷ, ଘାତ ବାର –ମେଷ, ପୁଷ୍କର ଦୋଷ – ୧ପାଦ-କୃଷିହାନି-ଭୂମିଦାନ ଦିବା ୦୨/୪୫ ଗତେ ୨ପାଦ- କୃଷି ଓ ପଶୁହାନି – ଭୂମି ଓ ଅନ୍ନଦାନ ରାତ୍ରି ୦୯/୫୫ ଗତେ ୩ୟା- କୃଷି- ପଶୁ ଓ ବଂଶହାନି- ଭୂମି , ଅନ୍ନ ଓ ତିଳକାଞ୍ଚନ ଦାନ
ମଘା - ସୁଖ ଓ ସ୍ୱାଚ୍ଛନ୍ଦ୍ୟ ତଥା ଭୋଗବିଳାସ ଭାଗୀ ହେବେ ।
ପୂ , ଫାଲଗୁନୀ - ଅନ୍ୟକୁ ସହଯୋଗର ମନବୃତି ପୋଷଣ କରିବେ ।
ଉ ,ଫାଲଗୁନୀ - ଭାତୃ କଳହ ଦୂରେଇ ଯିବ ।
ପ୍ରତିକାର - ଶ୍ରୀ ମାତଙ୍ଗୀଙ୍କ ପୂଜା କରନ୍ତୁ ।
ଶୁଭ ରଙ୍ଗ :ନାରଙ୍ଗୀ
ଶୁଭ ସଂଖ୍ୟା :୧