ସୈାର ସିଂହ ମାସ ଭାଦ୍ରବ ଶୁକ୍ଲପକ୍ଷ । ଇଂରାଜୀରେ ୨୮ ତାରିଖ ରବିବାର । ତିଥି – ପ୍ରତିପଦ ଦିବା ୦୨/୪୫ ଗତେ ୨ୟା, ଚନ୍ଦ୍ର – ସିଂହ ରାତ୍ରି ୦୪/୧୪ ଗତେ କନ୍ୟା, ଘାତ ଚନ୍ଦ୍ର- କର୍କଟ ଓ ମକର ରାତ୍ରି ୦୪/୧୪ ଗତେ ବୃଷ, ଘାତ ବାର –ମେଷ, ପୁଷ୍କର ଦୋଷ – ୧ପାଦ-କୃଷିହାନି-ଭୂମିଦାନ ଦିବା ୦୨/୪୫ ଗତେ ୨ପାଦ- କୃଷି ଓ ପଶୁହାନି – ଭୂମି ଓ ଅନ୍ନଦାନ ରାତ୍ରି ୦୯/୫୫ ଗତେ ୩ୟା- କୃଷି- ପଶୁ ଓ ବଂଶହାନି- ଭୂମି , ଅନ୍ନ ଓ ତିଳକାଞ୍ଚନ ଦାନ
ଉ , ଫାଲଗୁନୀ –ଅଧିକାରୀଙ୍କ ସହ ବ୍ୟବହାରରେ ସତର୍କତା ରଖନ୍ତୁ ।
ହସ୍ତା – ବିରୋଧିଙ୍କ ପ୍ରତି ସାବଧାନ ରୁହନ୍ତୁ ।
ଚିତ୍ରା – ଖର୍ଚ୍ଚ କମ୍ କରିବା ପାଇଁ ଚେଷ୍ଟା କରନ୍ତୁ ।
ପ୍ରତିକାର - ନାରାୟଣଙ୍କୁ ତୁଳସୀ ପତ୍ର ଭୋଗ କରନ୍ତୁ ।
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫