• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th August 2022: ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ..

ସୈାର ସିଂହ ମାସ ଭାଦ୍ରବ ଶୁକ୍ଲପକ୍ଷ । ଇଂରାଜୀରେ ୨୮ ତାରିଖ ରବିବାର । ତିଥି – ପ୍ରତିପଦ ଦିବା ୦୨/୪୫ ଗତେ ୨ୟା, ଚନ୍ଦ୍ର – ସିଂହ ରାତ୍ରି ୦୪/୧୪ ଗତେ କନ୍ୟା, ଘାତ ଚନ୍ଦ୍ର- କର୍କଟ ଓ ମକର ରାତ୍ରି ୦୪/୧୪ ଗତେ ବୃଷ, ଘାତ ବାର –ମେଷ, ପୁଷ୍କର ଦୋଷ – ୧ପାଦ-କୃଷିହାନି-ଭୂମିଦାନ ଦିବା ୦୨/୪୫ ଗତେ ୨ପାଦ- କୃଷି ଓ ପଶୁହାନି – ଭୂମି ଓ ଅନ୍ନଦାନ ରାତ୍ରି ୦୯/୫୫ ଗତେ ୩ୟା- କୃଷି- ପଶୁ ଓ ବଂଶହାନି- ଭୂମି , ଅନ୍ନ ଓ ତିଳକାଞ୍ଚନ ଦାନ

Capricorn

ମକର

Sunday 28 Aug 2022

ଉ , ଷାଢା - ପରିବାର ଭିତରେ ଅଶାନ୍ତି ଓ ଭୁଲ ବୁଝାବଣା ହୋଇପାରେ ।

ଶ୍ରବଣା – ମନୋରଞ୍ଜନ କାର୍ଯ୍ୟରେ ଅଶାନ୍ତି ଉପୁଜିବ ।

ଧନିଷ୍ଠା - ସଡକ ଦୁର୍ଘଟଣାର ସମ୍ଭାବନା ରହିଛି ।

ପ୍ରତିକାର - ସକାଳୁ ଗାଧୋଇ ସାରି ବରଗଛ ମୂଳରେ କ୍ଷୀର ଢାଳନ୍ତୁ ।

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :