• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th August 2024: ଏହି ରାଶିର ବ୍ୟକ୍ତିଙ୍କର ଅଟକିଥିବା କାର୍ଯ୍ୟ ପୂରଣ ହେବ ...

ପୁରୁଣା ବନ୍ଧୁଙ୍କ ସହିତ ଦିନଟି ବିତାଇବେ । ଜମିଜମା କ୍ଷେତ୍ରରେ ଅଶାନୂରୁପ ସଫଳତା ମିଳିବ । ମହିଳାମାନେ ଅର୍ଥଲାଭ କରିବେ ।

Taurus

ବୃଷ

Wednesday 28 Aug 2024

କୃତିକା- ନିଜ ସ୍ୱାସ୍ଥ୍ୟକୁ ନେଇ ଅଧିକ ଚିନ୍ତା କରନ୍ତୁ ନାହିଁ । ଗୃହରେ କୌଣସି ବ୍ୟକ୍ତିଙ୍କଠାରୁ ସୁଖ ସମ୍ବାଦ ପାଇବେ । କର୍ମକ୍ଷେତ୍ରରେ ପରିଶ୍ରମର ଭଲ ପରିମାଣ ପାଇବା ସହିତ ଉଚ୍ଚପଦ ପଦବୀ ପାଇବାରେ ସଫଳ ହେବେ।

ରୋହିଣୀ- ବ୍ୟବସାୟ କ୍ଷେତ୍ରରେ ନିବେଶ କରିଲେ ଉନ୍ନତି ହେବା ସହ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ଅଯଥା ଖର୍ଚ୍ଚରୁ ନିଜକୁ ରୋକିବାକୁ ହେବ ନଚେତ ଆବଶ୍ୟକତା ସମୟରେ ଆପଣଙ୍କ ପାଖରେ ପଇସାର ଅଭାବ ଦେଖାଯାଇପାରେ । ରାଜନୀତିରେ ବରିଷ୍ଠ ବ୍ୟକ୍ତିଙ୍କ ସହିତ ସୁସମ୍ପର୍କ ସ୍ଥାପନ ହେବ ।

ମୃଗଶିରା- ବିଦ୍ୟାର୍ଥୀମାନେ ଲେଖାପଢାରେ ମନଯୋଗ ଦେଇ ଅଧିକ ପରିଶ୍ରମ ଜାରି ରଖିବା ଜରୁରୀ । ଘରୋଇ କାର‌୍ୟ୍ୟ ଯୋଗୁଁ ଥକା ଅନୁଭବ କରିବେ । ଜଗା ,ଜମି, ଗୃହ ସମ୍ବନ୍ଧୀୟ ସମସ୍ୟାର ସମାଧାନ ହୋଇପାରେ ।

ପ୍ରତିକାର – ମା’ କଟକଚଣ୍ଡିଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :