• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th August 2024: ଏହି ରାଶିର ବ୍ୟକ୍ତିଙ୍କର ଅଟକିଥିବା କାର୍ଯ୍ୟ ପୂରଣ ହେବ ...

ପୁରୁଣା ବନ୍ଧୁଙ୍କ ସହିତ ଦିନଟି ବିତାଇବେ । ଜମିଜମା କ୍ଷେତ୍ରରେ ଅଶାନୂରୁପ ସଫଳତା ମିଳିବ । ମହିଳାମାନେ ଅର୍ଥଲାଭ କରିବେ ।

Aquarius

କୁମ୍ଭ

Wednesday 28 Aug 2024

ଧନିଷ୍ଠା- ଆର୍ଥିକ ସ୍ଥିତି ପୂର୍ବପରି ରହିବ ଏବଂ ଅଭାବ ବୋଧ ବିଶେଷ ବାଧିବ ନାହିଁ । ବ୍ୟବସାୟ-ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ । କର୍ମକ୍ଷେତ୍ରରେ କର୍ମଚାରୀ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜି ପାରେ ।

ଶତଭିଷା- ସମସ୍ତ ପରିବାର ସଦସ୍ୟ ଏକାଠି ମିଶି ଦୂର ସ୍ଥାନକୁ ଭ୍ରମଣରେ ଯାଇପାରନ୍ତି । ନାକାରତ୍ମକ ଭାବନା ମସ୍ତିଷ୍କକୁ ଆସିବାକୁ ଦିଅନ୍ତୁ ନାହିଁ । ଆପଣଙ୍କ ଜୀବନ ସାଥୀଙ୍କ ସହିତ ସମ୍ପର୍କ ମଧୁର ରହିବ । ସମ୍ମାନିତ ଲୋକଙ୍କ ସହ ମିଶିବେ ।

ପୂ,ଭାଦ୍ରପଦ- ବନ୍ଧୁଙ୍କ ସହିତ ଠାକୁର ଦର୍ଶନ ପାଇଁ ମନ୍ଦିର ଯିବେ । ଖୋଳାଳିମାନେ ଉତ୍ତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ । ଆପଣଙ୍କ ଭିତରେ ଅଧିକ ଆତ୍ମବିଶ୍ୱାସ ରହିବ ।

ପ୍ରତିକାର – ନାଲି ପୋଷାକ ବ୍ୟବହାର କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :