• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th August 2024: ଏହି ରାଶିର ବ୍ୟକ୍ତିଙ୍କର ଅଟକିଥିବା କାର୍ଯ୍ୟ ପୂରଣ ହେବ ...

ପୁରୁଣା ବନ୍ଧୁଙ୍କ ସହିତ ଦିନଟି ବିତାଇବେ । ଜମିଜମା କ୍ଷେତ୍ରରେ ଅଶାନୂରୁପ ସଫଳତା ମିଳିବ । ମହିଳାମାନେ ଅର୍ଥଲାଭ କରିବେ ।

Pisces

ମୀନ

Wednesday 28 Aug 2024

ପୂ, ଭାଦ୍ରପଦ- ଜୀବନ ସାଥୀଙ୍କ ସହିତ ସୁଖଦ ସନ୍ଧ୍ୟା ଅତିବାହିତ କରିବେ । କର୍ମ କ୍ଷେତ୍ରରେ ପଦୋନ୍ନତି ପାଇବାର ସୂଚନା ମିଳିବ । । ସପରିବାର ବଡ ସହରକୁ ଯିବାର ଯୋଜନା କରିପାରନ୍ତି ।

ଉ, ଭାଦ୍ରପଦ- ପୁରାତନ ରୋଗରୁ ଉପସମ ପାଇବେ । ବ୍ୟବସାୟରେ ପରିଶ୍ରମରୁ ସୁଫଳ ନପାଇ ପାରନ୍ତି । ପଢାରେ ଅଧିକ ସମୟ ବିତାଇବେ । ଜୀବନରେ ଉନ୍ନତି ସୂଚିତ ହେବ।

ରେବତୀ- ନୂଆ ଲୋକଙ୍କ ସହିତ ହାତେ ମାପି ଚାଖଣ୍ଡେ ଚାଲନ୍ତୁ । ସାମାଜିକତା କ୍ଷେତ୍ରରେ ସକ୍ରିୟତା ବଢିପାରେ । ଅଚାନକ ଧନଲାଭ ହେତୁ ଆଥିକ ସ୍ଥିତି ସୁଧାର ଆସିଯିବ ଓ ଆୟ ବୃଦ୍ଧି ହେବ।

ପ୍ରତିକାର – ଶ୍ରୀ କୃଷ୍ଣଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :