• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th August 2024: ଏହି ରାଶିର ବ୍ୟକ୍ତିଙ୍କର ଅଟକିଥିବା କାର୍ଯ୍ୟ ପୂରଣ ହେବ ...

ପୁରୁଣା ବନ୍ଧୁଙ୍କ ସହିତ ଦିନଟି ବିତାଇବେ । ଜମିଜମା କ୍ଷେତ୍ରରେ ଅଶାନୂରୁପ ସଫଳତା ମିଳିବ । ମହିଳାମାନେ ଅର୍ଥଲାଭ କରିବେ ।

Gemini

ମିଥୁନ

Wednesday 28 Aug 2024

ମୃଗଶିରା- ପରିବାର ଭିତରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ । ଅଧିକାଂଶ ସମୟ ମନ ଅସ୍ଥିର ରହିବା କାରଣରୁ କାମ ଗୁଡିକ ସମ୍ପୂର୍ଣ୍ଣ ହେବା କଷ୍ଟକର ହୋଇପାରେ । ଜୀବନ ସାଥିଙ୍କ ସହିତ ସାମଞ୍ଜସ୍ୟ ବଜାୟ ରହିବ।

ଆଦ୍ରା- ସାମାଜିକ ଗତିବିଧିରେ ସକ୍ରିୟ ଭୂମିକା ନିର୍ବାହ କରିବେ । ଘରୋଇ କଂପାନୀରେ ଚାକିରି ମିଳିପାରେ । ପରକଥାକୁ ବିଶ୍ୱାସ କରି ହଇରାଣରେ ପଡିପାରନ୍ତି । ରାଜନୀତିରେ ସତ୍ୟବାଦୀ ହେବେ । ଧନ ଅର୍ଜନ କରିବେ ।

ପୁନର୍ବସୁ- ସାଂସାରିକ ଜୀବନ ଶାନ୍ତି ଦାୟକ ରହିବ । ଅଫିସ୍ କାମରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ । ଜମିବାଡିକୁ ନେଇ ପରିବାରରେ ସାମୟିକ ଅଶାନ୍ତି ଦେଖାଦେବ ।

ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :