• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th August 2024: ଏହି ରାଶିର ବ୍ୟକ୍ତିଙ୍କର ଅଟକିଥିବା କାର୍ଯ୍ୟ ପୂରଣ ହେବ ...

ପୁରୁଣା ବନ୍ଧୁଙ୍କ ସହିତ ଦିନଟି ବିତାଇବେ । ଜମିଜମା କ୍ଷେତ୍ରରେ ଅଶାନୂରୁପ ସଫଳତା ମିଳିବ । ମହିଳାମାନେ ଅର୍ଥଲାଭ କରିବେ ।

Leo

ସିଂହ

Wednesday 28 Aug 2024

ମଘା- ସ୍ୱାସ୍ଥ୍ୟରେ ଅବନ୍ନତି ଦେଖା ଦେଇପାରେ । ବ୍ୟବସାୟରେ ସ୍ଥାୟୀ ରହିବା ପାଇଁ ଚେଷ୍ଟା କରିବେ । ସଂଗଠନ କ୍ଷେତ୍ରରେ ନିଜକୁ ସାମିଲ କରିବା ସହିତ ନିଜର ଦକ୍ଷତା ପ୍ରତିପାଦିତ କରିବେ ।

ପୂ,ଫାଲଗୁନି- ଜରୁରୀ କାମ ପୂରା କରିବାରେ ସଫଳ ହେବେ । ରାଜନୀତି ଦୃଢ ହେବା ସହିତ ମୂଖ୍ୟ ଭୂମିକା ନିର୍ବାହ କରିବେ । ବିଦ୍ୟାର୍ଥୀମାନେ ପଢାପଢିରେ ଓ ପରିକ୍ଷାରେ କୃତକାର‌୍ୟ୍ୟ ହେବେ ।

ଉ,ଫାଲଗୁନି- ନୂଆ ଘର କିଣିବା ଲାଗି ଆଗ୍ରହ ପ୍ରକାଶ କରିବେ । ମୂଲ୍ୟବାନ ଜିନିଷ ହଜି ଯିବାର ସମ୍ଭାବନା ରହିଛି । ସଭାସମିତିରେ ବନ୍ଧୁମିଳନ ଜନିତ ମନ ଖୁସି ରହିବ ।

ପ୍ରତିକାର –ଓଁ ହ୍ରୀଂ ହ୍ରୀଂ ରାଂ ରାମାୟ ନମଃ ଜପ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :