• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th August 2024: ଏହି ରାଶିର ବ୍ୟକ୍ତିଙ୍କର ଅଟକିଥିବା କାର୍ଯ୍ୟ ପୂରଣ ହେବ ...

ପୁରୁଣା ବନ୍ଧୁଙ୍କ ସହିତ ଦିନଟି ବିତାଇବେ । ଜମିଜମା କ୍ଷେତ୍ରରେ ଅଶାନୂରୁପ ସଫଳତା ମିଳିବ । ମହିଳାମାନେ ଅର୍ଥଲାଭ କରିବେ ।

Virgo

କନ୍ୟା

Wednesday 28 Aug 2024

ଉ- ଫାଲ୍‌ଗୁନୀ- ପରିବହନ କ୍ଷେତ୍ରରେ ସମସ୍ୟା ସୃଷ୍ଟି ହୋଇପାରେ। ପରିବାରରେ କାହାର ସ୍ୱାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହେବାର ସୂଚନା ରହିଛି । ପୂର୍ବ ଯୋଜନା ଅନୁଯାୟୀ କର୍ମରେ ନିଯୁକ୍ତ ହେବେ ଏବଂ ସଫଳତା ଅବଶ୍ୟ ପାଇବେ।

ହସ୍ତା- ରାଜନୀତିରେ ବିରୋଧିଙ୍କ ପ୍ରତି ସାବଧାନ ରୁହନ୍ତୁ । ସଭା ସମିତି ପ୍ରଭୁତିରୁ ଅଶ୍ୱସ୍ଥି ଲାଭ କରିବେ । ସାମ୍ବାଦିକ କ୍ଷେତ୍ରରେ କାର‌୍ୟ୍ୟରତ ବ୍ୟକ୍ତିମାନଙ୍କ ପାଇଁ ଭଲ ସମୟ ଆସିପାରେ ।

ଚିତ୍ରା- କଚେରୀ ମାମଲା ମାନସିକ ସ୍ଥିତିକୁ ବିଗାଡି ଦେଇପାରେ । ଛାତ୍ରଛାତ୍ରୀ ମାନେ ପାଠପଢାରେ ଅନ୍ୟମନସ୍କ ହୋଇପାରନ୍ତି । ଅଧା ଅଧୁରା କାର୍ଯ୍ୟ ପୂରଣ ହୋଇଯିବ ।

ପ୍ରତିକାର - ନୀଳ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :