• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th August 2024: ଏହି ରାଶିର ବ୍ୟକ୍ତିଙ୍କର ଅଟକିଥିବା କାର୍ଯ୍ୟ ପୂରଣ ହେବ ...

ପୁରୁଣା ବନ୍ଧୁଙ୍କ ସହିତ ଦିନଟି ବିତାଇବେ । ଜମିଜମା କ୍ଷେତ୍ରରେ ଅଶାନୂରୁପ ସଫଳତା ମିଳିବ । ମହିଳାମାନେ ଅର୍ଥଲାଭ କରିବେ ।

Libra

ତୁଳା

Wednesday 28 Aug 2024

ଚିତ୍ରା- ପେଟରେ ସାମାନ୍ୟ କଷ୍ଟ ଅନୁଭବ କରିବେ । କୈାଣସି ବଡ ସୁବିଧା ମିଳିବା ଯୋଗୁଁ ଧନ ଲାଭ ହେବ । ବନ୍ଧୁ ମାନଙ୍କ ସହିତ ହସ ଖୁସିରେ ସମୟ କଟାଇବେ । ଚାକିରିରେ ବେତନ ବୃଦ୍ଧିର ସମ୍ଭାବନା ଅଛି । କଳାକ୍ଷେତ୍ରରେ ଥିବା ଲୋକ କିଛି ନୂଆ କରିବେ ।

ସ୍ୱାତୀ- ପ୍ରତିଯୋଗୀ ବ୍ୟପାରିଙ୍କ ତ୍ରୁଟି ପାଇଁ ଆପଣ ଲାଭବାନ ହେବେ । ପରିବାରକୁ ଏକଜୁଟ ରଖିବା ପାଇଁ ସଫଳ ହେବେ । ନୂତନ ପ୍ରେମ ସମ୍ପର୍କରେ ଆବଦ୍ଧ ହୋଇପାରନ୍ତି । ଶିକ୍ଷା କ୍ଷେତ୍ରରେ ସରକାରୀ ପ୍ରୋତ୍ସାହନ ମିଳିପାରେ।

ବିଶାଖା- ଆର୍ଥିକ କ୍ଷେତ୍ରରେ ଅଭିବୃଦ୍ଧି ଆଣିବା ସହିତ କିଛି ଅର୍ଥ ସଞ୍ଚୟ କରି ପାରନ୍ତି । ନୂଆ ଗୃହ ନିର୍ମାଣ କରି ଘରକୁ ଅଧିକ ଆକର୍ଷଣ କରିବେ । ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି ।

ପ୍ରତିକାର – ଧଳା ବା ନୀଳ ରଙ୍ଗର ପୋଷାକ ପରିଧାନ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :