• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th August 2024: ଏହି ରାଶିର ବ୍ୟକ୍ତିଙ୍କର ଅଟକିଥିବା କାର୍ଯ୍ୟ ପୂରଣ ହେବ ...

ପୁରୁଣା ବନ୍ଧୁଙ୍କ ସହିତ ଦିନଟି ବିତାଇବେ । ଜମିଜମା କ୍ଷେତ୍ରରେ ଅଶାନୂରୁପ ସଫଳତା ମିଳିବ । ମହିଳାମାନେ ଅର୍ଥଲାଭ କରିବେ ।

Scorpio

ବିଛା

Wednesday 28 Aug 2024

ବିଶାଖା- ବିଦେଶରେ ଥିବା ସପଂର୍କୀୟଠାରୁ ଶୁଭ ଖବର ପାଇବେ । ବ୍ୟବସାୟରେ ସମସ୍ୟା ସତ୍ତ୍ୱେ ଲାଭ ଆଦି ଫଳ ଭୋଗ କରିବେ । ଭାଇ-ଭଉଣୀଙ୍କ ଭିତରେ ସଂପର୍କ ଭଲ ରହିବ ।

ଅନୁରାଧା- ଚାକିରିଆଙ୍କୁ ଅଫିସ୍ କାମରେ ଦୂର ଜାଗାକୁ ଯାତ୍ରା କରିବେ । ସମାନ ବିଚାର ଧାରା ଲୋକଙ୍କ ସହିତ ଭେଟ ହେବା ଫଳରେ ଧର୍ମ କାର୍ଯ୍ୟରେ ନିୟୋଜିତ ହୋଇପାରନ୍ତି । ଧନର ଠିକ୍ ଉପଯୋଗ କରିବା ପାଇଁ ଚେଷ୍ଟା କରିବେ ।

ଜ୍ୟୋଷ୍ଠା- ନୂତନ ଗୃହ ନିର୍ମାଣର ସୁଯୋଗ ଆସିବ । ବିଦ୍ୟାର୍ଥୀ ମାନେ ପଢାପଢିରେ ମନଭାବ ପ୍ରକାଶ କରିବେ । ଶତ୍ରୁମାନେ ଆପଣଙ୍କୁ ମାଲିମକଦ୍ଦମାରେ ପକାଇ ଖର୍ଚ୍ଚାନ୍ତ କରିପାରନ୍ତି

ପ୍ରତିକାର – ସିନ୍ଦୁର ଟିକା ମସ୍ତକରେ ଲଗାଇ ଘରୁ ବାହାରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :