• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th August 2024: ଏହି ରାଶିର ବ୍ୟକ୍ତିଙ୍କର ଅଟକିଥିବା କାର୍ଯ୍ୟ ପୂରଣ ହେବ ...

ପୁରୁଣା ବନ୍ଧୁଙ୍କ ସହିତ ଦିନଟି ବିତାଇବେ । ଜମିଜମା କ୍ଷେତ୍ରରେ ଅଶାନୂରୁପ ସଫଳତା ମିଳିବ । ମହିଳାମାନେ ଅର୍ଥଲାଭ କରିବେ ।

Sagittarius

ଧନୁ

Wednesday 28 Aug 2024

ମୂଳା- ନୂଆ ପ୍ରକଳ୍ପ ଲାଗି ଆପଣଙ୍କ ମନରେ ବିଚାର ଆସିବ । ବ୍ୟବସାୟରେ ଆଶା କରାଯାଉଥିବା ଫଳ ନ ପାଇ ଆପଣଙ୍କୁ କିଛି ନିରାଶାର ସମ୍ମୁଖୀନ ହେବାକୁ ପଡ଼ିପାରେ । କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ଯୋଜନା ଆଣିବେ ।

ପୂ,ଷାଢା- ଆପଣଙ୍କର ଆତ୍ମ ବିଶ୍ୱାସ ସ୍ଥର ଉଚ୍ଚ ରହିବ । ପରିବାରର ସଦସ୍ୟଙ୍କ ସହିତ ଭଦ୍ର ଭାବରେ କଥା ହେବେ ଏବଂ ସହନଶୀଳତା ବଜାୟ ରଖିବେ । ଜୀବନ ସାଥୀ ପରସ୍ପର ପ୍ରତି ଦାୟିତ୍ୱବାନ୍ ରହିବେ । ବିଦ୍ୟାର୍ଥୀମାନେ ଉତ୍ତମ ଫଳ ପାଇବେ।

ଉ,ଷାଢା- ଲାଗି ରହିଥିବା ସବୁ କଷ୍ଟ ନିବାରଣ ହେବ । ପ୍ରତ୍ୟେକ ପ୍ରତିବନ୍ଧକକୁ ସମ୍ମୁଖୀନ କରି ଆଗେଇ ବାକୁ ବାଧ୍ୟ ହେବେ । ଗୃହ ନିର୍ମାଣ ବ୍ୟବସାୟ କ୍ଷେତ୍ରରେ ସଫଳତା ଲାଭ କରିବେ । ନାରୀ ମାନେ ସମାଜରେ ସମ୍ମାନ ପାଇବେ

ପ୍ରତିକାର – ଶନି ଦେବଙ୍କ ପୂଜା ପୂଜା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :