• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th August 2024: ଏହି ରାଶିର ବ୍ୟକ୍ତିଙ୍କର ଅଟକିଥିବା କାର୍ଯ୍ୟ ପୂରଣ ହେବ ...

ପୁରୁଣା ବନ୍ଧୁଙ୍କ ସହିତ ଦିନଟି ବିତାଇବେ । ଜମିଜମା କ୍ଷେତ୍ରରେ ଅଶାନୂରୁପ ସଫଳତା ମିଳିବ । ମହିଳାମାନେ ଅର୍ଥଲାଭ କରିବେ ।

Capricorn

ମକର

Wednesday 28 Aug 2024

ଉ, ଷାଢା- ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ବ୍ୟବସାୟୀ ମାନେ ଆଜି ବ୍ୟବସାୟରେ ଲାଭାଂଶ କମାଇବେ । ଶାରୀରିକ ପିଡା ଅପେକ୍ଷା କୃତ କମ ରହିବ । ନିକଟ ସମ୍ପର୍କୀୟଙ୍କ ଠାରୁ ସାହାର‌୍ୟ୍ୟ ପାଇ ଖୁସି ହେବେ।

ଶ୍ରବଣା- କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାର‌୍ୟ୍ୟ ପାଇବେ । ଆଜି କୈାଣସି ଆନୁଷ୍ଠାନିକ କାମରେ ନିୟ୍ୟେଜିତ ରହିବେ । ଶିକ୍ଷାତ୍ରୀ ମାନେ ଦେଇଥିବା ପରିକ୍ଷାରେ କୃତକାର‌୍ୟ୍ୟ ହେବେ।

ଧନିଷ୍ଠା- ଋଣ କ୍ଷେତ୍ରରେ ଅର୍ଥ ଲାଭ କରିବେ । ପୁରୁଣା ଗାଡି ବିକିବାରେ ମନ ବଳାଇବେ । ପିଲାମାନଙ୍କ କାର୍ଯ୍ୟରେ ଆନନ୍ଦିତ ହେବେ । ଦୂରଯାତ୍ରା କରି ମନ ଖୁସି ରହିବ ।

ପ୍ରତିକାର – କାଳିଙ୍କ ଯନ୍ତ୍ରିକା ମହା କବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :