Advertisment

Daily Horoscope 28th August 2025: ଆଜି ଏହି ରାଶିରେ ହେବ ବଡ଼ ପରିବର୍ତ୍ତନ, ମିଳିପାରେ ଶୁଭ ଖବର; ଜାଣନ୍ତୁ ଆପଣଙ୍କ ରାଶିଫଳ

author-image
Chinmayee Sahoo
Daily Horoscope 28th August 2025: ଆଜି ଏହି ରାଶିରେ ହେବ ବଡ଼ ପରିବର୍ତ୍ତନ, ମିଳିପାରେ ଶୁଭ ଖବର; ଜାଣନ୍ତୁ ଆପଣଙ୍କ ରାଶିଫଳ
ଅଶ୍ୱନୀ- ଆପଣଙ୍କର ଆର୍ଥିକ ଅବସ୍ଥା ସ୍ୱଚ୍ଛଳ ରହିବ ଯାହାଦ୍ୱାରା ଆଜି ଆପଣ ଋଣ ମୁକ୍ତ ହୋଇପାରିବେ । କିଛି ଲୋକଙ୍କ ପାଇଁ ପରିବାରରେ ଖୁସି ଖବର ଆସିପାରେ ଯାହା ଯୋଗୁ ଉତ୍ସବ ଓ ଭୋଜି-ଭାତ ହୋଇ ପାରେ ।