• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th Dec 2022: ଏହି ରାଶିର ବ୍ୟକ୍ତିଙ୍କର ଆଜି ଭୂ-ସମ୍ପତି କିଣିବା ଯୋଗ ରହିଛି

ସୈାର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୨୧ ତାରିଖ ବୁଧବାର ।ଚନ୍ଦ୍ର – ବିଛା ଅହୋରାତ୍ର,ତିଥି- ୧୩ଶୀ ରାତ୍ରି ୧୦.୧୬ ଗତେ ୧୪ଶୀ,ଘାତ ଚନ୍ଦ୍ର- ନାସ୍ତି,ଘାତ ବାର – କର୍କଟ,ପୁଷ୍କର ଦୋଷ – ୧ ପାଦ - କୁଟୁମ୍ଭହାନି-ତିଳକାଞନ ଦାନ ଦିବା ୦୮.୩୨ ପର୍ଯ୍ୟନ୍ତ ।

Cancer

କର୍କଟ

Wednesday 28 Dec 2022

ପୁନର୍ବସୁ - ପ୍ରେମ ସମ୍ବନ୍ଧ ପ୍ରତି ଆପଣ ଅଧିକ ବିନମ୍ର ରହିବେ । କୃଷି ଜୀବୀଙ୍କୁ ଲାଭ ମିଳିପାରେ । ଚାକିରିଆଙ୍କର ଭଲ ଜାଗାକୁ ବଦଳି ହେବ । ବାପା , ମାଙ୍କ ପରାମର୍ଶ ନିଅନ୍ତୁ ଭଲ ହେବ । ଆପଣଙ୍କର ଆତ୍ମବିଶ୍ୱାସ ଦେଖି କର୍ତୁପକ୍ଷ ଖୁସିହେବେ । ଅଫିସ କାମରେ ବାଧା ଆସିପାରେ

ପୁଷ୍ୟା – ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି । କିଛି ବିଶେଷ କାର୍ଯ୍ୟ ଅତି ଶିଘ୍ର ପୂରଣ ହେବ । କାହାରି ଆଗରେ ଗୋପନୀୟ କଥା ଆଲୋଚନା କରନ୍ତୁ ନାହିଁ । ଜୀବନରେ ନୂଆ ସଂକେତ ମିଳିପାରେ । ଘରକୁ ଜିନିଷ କିଣି ଅଧିକ ପଇସା ଖର୍ଚ୍ଚ କରିପାରନ୍ତି

ଅଶ୍ଳେଷା – ଶରୀର ସୁସ୍ଥ ଓ ମନ ପ୍ରସନ୍ନ ରହିବ । ଜୀବନରେ ଉନ୍ନତି ପାଇଁ ନୂଆ ସୁଯୋଗ ପାଇବେ । ଆପଣଙ୍କ ପ୍ରତିଭାରୁ ଲୋକଙ୍କୁ ପ୍ରେରଣା ମିଳିବ । କଳାକାର ପାଇଁ ଦିନଟି ଶୁଭ ରହିବ । ସମାଜରେ ଯଶ ଖ୍ୟାତି ବଢିବ । ଲାଗି ରହିଥିବା ଚିନ୍ତା ସମାପ୍ତି ହେବ

ପ୍ରତିକାର – ଭୂବନେଶ୍ୱରୀ ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :