• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th Dec 2022: ଏହି ରାଶିର ବ୍ୟକ୍ତିଙ୍କର ଆଜି ଭୂ-ସମ୍ପତି କିଣିବା ଯୋଗ ରହିଛି

ସୈାର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୨୧ ତାରିଖ ବୁଧବାର ।ଚନ୍ଦ୍ର – ବିଛା ଅହୋରାତ୍ର,ତିଥି- ୧୩ଶୀ ରାତ୍ରି ୧୦.୧୬ ଗତେ ୧୪ଶୀ,ଘାତ ଚନ୍ଦ୍ର- ନାସ୍ତି,ଘାତ ବାର – କର୍କଟ,ପୁଷ୍କର ଦୋଷ – ୧ ପାଦ - କୁଟୁମ୍ଭହାନି-ତିଳକାଞନ ଦାନ ଦିବା ୦୮.୩୨ ପର୍ଯ୍ୟନ୍ତ ।

Libra

ତୁଳା

Wednesday 28 Dec 2022

ଚିତ୍ରା – ଆତ୍ମ ବିଶ୍ୱାସ ଓ ଆଶାକୁ ନେଇ ଆଗକୁ ବଢିବେ । ବ୍ୟବସାୟରେ ଉନ୍ନତି ପାଇଁ ନୂଆ ପଥ ଖୋଲିବ । କିଛି ନୂଆ ଅନୁଭବ ପ୍ରାପ୍ତ ହୋଇପାରେ । ଅଧିକ ପରିଶ୍ରମ କରିଲେ ଜରୁରୀ କାମ ପୁରା ହୋଇଯିବ । ଦୁର୍ବଳ ଇଚ୍ଛା ଶକ୍ତି ହେତୁ ଆପଣଙ୍କର ମାନସିକ ଅଶାନ୍ତି ଘଟିପାରେ । ତରବରିଆ ଭାବେ ନିସ୍ପତି ନିଅନ୍ତୁ ନାହିଁ

ସ୍ୱାତୀ – ବ୍ୟବସାୟରେ ମାନ୍ଦା ଦେଖାଦେଇ ପାରେ । ଲୋକଙ୍କ ସହିତ ଖୋଲା ମନରେ କଥା ହୁଅନ୍ତୁ । ସକାରାତ୍ମକ ଭାବନାର ସହାୟତା ନିଅନ୍ତୁ । ଡାକ୍ତରଙ୍କର ଖ୍ୟାତି ସୁଦୂରପ୍ରସାରୀ ହେବ ସଙ୍ଗୀତ । କ୍ଷେତ୍ରରେ ପ୍ରଶଂସା ପାଇପାରନ୍ତି । ଜମି , ଦଲାଲ୍‌ଙ୍କୁ ଯଥେଷ୍ଟ ଲାଭ ମିଳିବ

ବିଶାଖା – ପ୍ରେମିକ , ପ୍ରେମିକା ମାନଙ୍କ ପାଇଁ ଦିନଟି ଭଲରେ କଟିବ । ନିଜ କାମରେ ଯାତ୍ରା ଆପଣଙ୍କ ଲାଗି ଅସୁବିଧା ଜନକ ହେବ । କୌଣସି କଥାକୁ ନେଇ ମାନସିକ ଅଶାନ୍ତି ଦେଖାଦେବ । ବ୍ୟର୍ଥ କଥାଠୁ ନିଜକୁ ଦୂରରେ ରଖନ୍ତୁ । ଚାକିରିଆଙ୍କୁ ପଦୋନ୍ନତି ମିଳିପାରେ

ପ୍ରତିକାର – ପର୍ଶୁରାମଙ୍କର ଫଟକୁ ପୂଜା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :