• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th Dec 2023: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଧନ ଲାଭର ଯୋଗ ରହିଛି

ସୌର ଧନୁ ମାସ  ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୨୮ ତାରିଖ ଗୁରୁବାର । ଚନ୍ଦ୍ର- ମିଥୁନ ସନ୍ଧ୍ୟା ୦୬.୩୮ ଗତେ କର୍କଟ । ତିଥ- ପ୍ରତିପଦ ପ୍ରାତଃ ୦୬.୪୬ ଗତେ ୨ୟା । ଘାତଚନ୍ଦ୍ର- କନ୍ୟା ରାଶିର ସନ୍ଧ୍ୟା ୦୬.୩୮ ପର୍ଯ୍ୟନ୍ତ । ଘାତବାର- ତୁଳା ଓ କୁମ୍ଭ ରାଶିର ।

Taurus

ବୃଷ

Thursday 28 Dec 2023

କୃତିକା- ସାମାନ୍ୟ ଶାରୀରିକ ପୀଡ଼ା ଅନୁଭବ କରିବେ। କୌଣସି ଚିନ୍ତା ନ କରି କାମରେ ଆଗେଇ ଚାଲନ୍ତୁ । କର୍ମକ୍ଷେତ୍ରରେ ଜଣେ ଅପରିଚିତ ବ୍ୟକ୍ତି ବହୁତ ସାହାଯ୍ୟ କରିବେ।]

ରୋହିଣୀ- କର୍ମକ୍ଷେତ୍ରରେ ସତର୍କତାର ସହ ଚଳନ୍ତୁ, ଅନ୍ୟଥା ସାଧାରଣ ଘଟଣା ଭିନ୍ନରୂପ ନେଇପାରେ । ଛୋଟ କଥାକୁ କେନ୍ଦ୍ରକରି ପାରିବାରିକ ଶାନ୍ତି ବ୍ୟାହତ ଆଶଙ୍କା ରହିଛି। ଛାତ୍ରଛାତ୍ରୀ ମାନେ ବିଦ୍ୱାନ ଓ ସାହସୀ ହେବେ ।

ମୃଗଶିରା- ଆଇନ ଅଦାଲତରୁ ସୁଫଳ ପାଇବେ ଏବଂ ସମସ୍ୟା ସମାଧାନ ହୋଇଯିବ।ନିିଜ ବୃଦ୍ଧି ବଳ ଓ ବାହୁ ବଳ ପ୍ରୟୋଗ କରି ଧନ ଅର୍ଜନ କରିପାରନ୍ତି । ଯାନବାହନ, ସଭସମିତି, ପାରିବାରିକ ସମସ୍ୟା ନେଇ ଚିନ୍ତାରେ ରହିବେ ।

ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୬    

ପ୍ରତିକାର- ଦେବୀ ମନ୍ଦିରରେ ଅରୁଆ ଚାଉଳ ଦାନ କରନ୍ତୁ