• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th Feb 2024: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଧନଲାଭର ଯୋଗ ରହିଛି

ସୌର କୁମ୍ଭମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀ ୨୮ ତାରିଖ ବୁଧବାର । ଚନ୍ଦ୍ର- କନ୍ୟା ରାତ୍ରି ୦୮.୫୯ ଗତେ ତୁଳା । ତିଥି-ଚତୁର୍ଥୀ ରାତ୍ରି ୦୪.୧୮ ଗତେ ପଞ୍ଚମୀ । ଘାତଚନ୍ଦ୍ର-  ବୃଷ ରାଶିର ରାତ୍ରି ୦୮.୫୯ ପର୍ଯ୍ୟନ୍ତ । ଘାତବାର- କର୍କଟ ରାଶିର ।

Aries

ମେଷ

Wednesday 28 Feb 2024

ଅଶ୍ୱନୀ- ପୂର୍ବ କଥାକୁ ନେଇ ମନସ୍ତାପରେ ରହିପାରନ୍ତି ବ୍ୟବସାୟରେ କଠିନ ପରିଶ୍ରମ କରି ଲାଭବାନ୍ ହୋଇ ପାରନ୍ତି । ବିଶେଷତଃ ସ୍ୱାସ୍ଥ୍ୟ ପାଇଁ ଖର୍ଚ୍ଚ କରିବାକୁ ପଡିପାରେ । ପ୍ରେମ ସଂପର୍କ ମଜବୁତ୍ ରହିବ ।

ଦ୍ୱିଜା- ଛାତ୍ରଛାତ୍ରି ମାନେ ପଢା ପଢିରେ ନିରନ୍ତର ମନ ଦେବେ । ସାମାଜିକ ମାନସମ୍ମାନ ବାଧା ପ୍ରାପ୍ତ ହେବ । ଆପଣଙ୍କ କଥାକୁ ଲୋକେ ଗମ୍ଭୀରତାର ସହ ଶୁଣିବେ ।

କୃତିକା- ଲାଗି ରହିଥିବା ସବୁ କଷ୍ଟର ନିବାରଣ ହେବ । କାମରେ ଆପଣଙ୍କ ଲାଭ ହେବ । ସାମାଜିକ ଓ ପ୍ରଭାବଶାଳୀ କାର‌୍ୟ୍ୟରେ ମନ ବଳାଇବେ ।

ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯

ପ୍ରତିକାର- ମା ବଗଳାମୂଖିଙ୍କର ମନ୍ତ୍ର ପାଠ କରନ୍ତୁ