• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th Feb 2024: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଧନଲାଭର ଯୋଗ ରହିଛି

ସୌର କୁମ୍ଭମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀ ୨୮ ତାରିଖ ବୁଧବାର । ଚନ୍ଦ୍ର- କନ୍ୟା ରାତ୍ରି ୦୮.୫୯ ଗତେ ତୁଳା । ତିଥି-ଚତୁର୍ଥୀ ରାତ୍ରି ୦୪.୧୮ ଗତେ ପଞ୍ଚମୀ । ଘାତଚନ୍ଦ୍ର-  ବୃଷ ରାଶିର ରାତ୍ରି ୦୮.୫୯ ପର୍ଯ୍ୟନ୍ତ । ଘାତବାର- କର୍କଟ ରାଶିର ।

Aquarius

କୁମ୍ଭ

Wednesday 28 Feb 2024

ଧନିଷ୍ଠା- ପାରିବାରିକ ଜୀବନରେ ହସ ଖୁସି ଲାଗି ରହିବ । ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ବଢିବ । ଏଭଳି ବ୍ୟକ୍ତିଙ୍କ ସହ ମିଶିବେ ଯିଏ ଆପଣଙ୍କ ନୂଆ କାମରେ ସାହାଯ୍ୟ କରିବେ । 

ଶତଭିଷା- ବନ୍ଧୁ ମାନଙ୍କ ସହିତ ପୂର୍ବ ମାମଲା ସମାଧାନ କରିବେ । ବ୍ୟବସାୟରେ ଉନ୍ନତି ପାଇଁ ନୂଆ ପଥ ଖୋଲିବ । କର୍ମ କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କର ପ୍ରିୟଭାଜନ ହେବେ ।

ପୂ, ଭାଦ୍ରପଦ- ଆବଶ୍ୟକିୟ ଜିନିଷ ପାଇଁ ଅତ୍ୟଧିକ ବ୍ୟୟ କରିବାକୁ ପଡିପାରେ । ଧର୍ମ ମନୋଭାବ ଦ୍ୱାରା ପରିଜନ ମାନଙ୍କଠାରେ ପ୍ରିୟଭାଜନ ହେବେ । ନିତିଦିଆ କାମ ସହଜରେ ପୂରା ହୋଇଯିବ ।

ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮

ପ୍ରତିକାର- ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ