• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th Feb 2024: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଧନଲାଭର ଯୋଗ ରହିଛି

ସୌର କୁମ୍ଭମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀ ୨୮ ତାରିଖ ବୁଧବାର । ଚନ୍ଦ୍ର- କନ୍ୟା ରାତ୍ରି ୦୮.୫୯ ଗତେ ତୁଳା । ତିଥି-ଚତୁର୍ଥୀ ରାତ୍ରି ୦୪.୧୮ ଗତେ ପଞ୍ଚମୀ । ଘାତଚନ୍ଦ୍ର-  ବୃଷ ରାଶିର ରାତ୍ରି ୦୮.୫୯ ପର୍ଯ୍ୟନ୍ତ । ଘାତବାର- କର୍କଟ ରାଶିର ।

Cancer

କର୍କଟ

Wednesday 28 Feb 2024

ପୁନର୍ବସୁ- ସବୁ ସମାଧାନକୁ ଦୃଢ ଭାବରେ ମୁକାବିଲା କରିବେ। ଘରୋଇ ଚାକିରିଆଙ୍କୁ ନୂଆ ପକଳ୍ପ ମିଳିବ । କୌଣସି ବିଶେଷ କାମରେ ପରିବାର ଲୋକଙ୍କ ସାହାଯ୍ୟ ପାଇବେ । ପ୍ରିୟତମଙ୍କ ସହ ଆପଣଙ୍କ ସମ୍ବନ୍ଧ ଭଲ ହେବ ।

ପୁଷ୍ୟା- ସବୁକାମ ଆପଣଙ୍କ ମନ ମୁତାବକ ସଂପୂର୍ଣ୍ଣ କରିବେ । ଚାକିରି ସମ୍ବଦ୍ଧିୟ ଭଲ ଖବର ମିଳିପାରେ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ପ୍ରଶଂସା ମିଳିବ ।

ଅଶ୍ଲେଷା- ସପରିବାର ଧର୍ମସ୍ଥାନକୁ ଯିବା ପାଇଁ ଯୋଜନା କରି ପାରନ୍ତି । କୋର୍ଟ କଚେରୀରେ ଶୁଭ ଫଳ ମିଳିବ । ବ୍ୟବସାୟରେ ଦ୍ୱିଗୁଣ ଲାଭ ପାଇବେ । କ୍ୟାରିୟରେ ନୂଆ କିର୍ତ୍ତୀମାନ ସ୍ଥାପନ କରିବେ ।

ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨

ପ୍ରତିକାର-ଗୁରୁଜନ ମାନଙ୍କ ଚରଣ ସ୍ପର୍ଶ କରନ୍ତୁ