• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th Feb 2024: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଧନଲାଭର ଯୋଗ ରହିଛି

ସୌର କୁମ୍ଭମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀ ୨୮ ତାରିଖ ବୁଧବାର । ଚନ୍ଦ୍ର- କନ୍ୟା ରାତ୍ରି ୦୮.୫୯ ଗତେ ତୁଳା । ତିଥି-ଚତୁର୍ଥୀ ରାତ୍ରି ୦୪.୧୮ ଗତେ ପଞ୍ଚମୀ । ଘାତଚନ୍ଦ୍ର-  ବୃଷ ରାଶିର ରାତ୍ରି ୦୮.୫୯ ପର୍ଯ୍ୟନ୍ତ । ଘାତବାର- କର୍କଟ ରାଶିର ।

Scorpio

ବିଛା

Wednesday 28 Feb 2024

ବିଶାଖା- ସାହସର ସହିତ କାମ କରନ୍ତୁ ସଫଳତା ପାଇବେ । ଶାରିରୀକ ଦୁର୍ବଳତା ଦେଖାଦେବ । ମିତ୍ର ବନ୍ଧୁ ମାନଙ୍କ ପରିସର ବୃଦ୍ଧି ପାଇବ ।

ଅନୁରାଧା- ଅଫିସରେ ଅଧିକ କାମ କାରଣରୁ ଘର କଥା ବୁଝିବାକୁ ସମୟ ପାଇବେ ନାହିଁ । ଅର୍ଥ ସମ୍ପର୍କକୁ ନେଇ ଭାତୃ ବିବାଦ ଦେଖାଦେଇ ପାରେ ।

ଜ୍ୟେଷ୍ଠା- ମନରେ ଦବି ରହିଥିବା କଥା ସମ୍ମୁଖକୁ ଆଣନ୍ତୁ । ଭଲ କଥା କହି ବନ୍ଧୁ ମନରେ ବିଶ୍ୱାସ ଆଣିବେ । କ୍ରୀଡାକ୍ଷେତ୍ରରେ ସଫଳତା ପାଇବେ ।

ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯

ପ୍ରତିକାର-ସୂର୍ଯ୍ୟ ଦେବତାଙ୍କୁ ଜଳ ଅର୍ପଣ କରି ଦିନ ଆରମ୍ଭ କରନ୍ତୁ