• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th February 2023: ଆଜି ଏହି ରାଶିର ବ୍ୟକ୍ତି ଦୂର ଜାଗାକୁ ଭ୍ରମଣରେ ଯାଇ ପାରନ୍ତି

ସୈାର କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୨୮ ତାରିଖ ମଙ୍ଗଳବାର । ଚନ୍ଦ୍ର – ବୃଷ ରାତ୍ରି ୦୮.୩୨ ଗତେ ମିଥୁନ, ତିଥି – ୯ମୀ ରାତ୍ରି ୦୪.୧୯ ଗତେ ୧୦ମୀ,ଘାତ ଚନ୍ଦ୍ର – ବିଛା ରାତ୍ରି ୦୮.୩୨ ଗତେ କନ୍ୟା ,ଘାତ ବାର- ମକର,ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ ।

Aries

ମେଷ

Tuesday 28 Feb 2023

ଅଶ୍ୱନୀ- ଶାରିରୀକ ଉନ୍ନତି ଆସିବ । କର୍ମ କ୍ଷେତ୍ରରେ ଉତରତର ଉନ୍ନତି କରିବେ । ସାଂସାରିକ କ୍ଷେତ୍ରରେ ସୁଖ ସମୃ୍ଦ୍ଧି ଫେରିଆସିବ ଓ ସମ୍ପର୍କରେ ଉନ୍ନତି ଆସିବ ବ୍ୟବସାୟରେ । ପ୍ରତିକୂଳ ପରିସ୍ଥିତି ଦେଇ ଗତି କରିବେ ।

କୃତିକା– ରାଜନିତିରେ କୈାଣସି କାର‌୍ୟ୍ୟ ଆପଣଙ୍କ ହାତରୁ ଘସି ଯାଇପାରେ । କଳା ଓ ସାହିତ୍ୟ କ୍ଷେତ୍ରରେ ପ୍ରଶଂସିତ ହେବେ । ମନ୍ଥରତା ଭିତରେ ମଧ୍ୟ ବ୍ୟବସାୟରେ ସୁଫଳତା ପାଇବେ ।

ଦ୍ୱିଜା- ଜମିଜମାକୁ ନେଇ ନିଜ ଲୋକମାନେ ବିଶ୍ୱାସ ଘାତ କରିପାରନ୍ତି । ମହିଳା ମାନେ ଆମୋଦ ପ୍ରମୋଦରେ ସମୟ କଟାଇବେ । କଳା କ୍ଷେତ୍ରରେ ନିଜର ଦକ୍ଷତା ପ୍ରତିପାଦିତ କରିବେ

ପ୍ରତିକାର - ହନୁମାନଙ୍କର ଆରାଧନା କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :