• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th February 2023: ଆଜି ଏହି ରାଶିର ବ୍ୟକ୍ତି ଦୂର ଜାଗାକୁ ଭ୍ରମଣରେ ଯାଇ ପାରନ୍ତି

ସୈାର କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୨୮ ତାରିଖ ମଙ୍ଗଳବାର । ଚନ୍ଦ୍ର – ବୃଷ ରାତ୍ରି ୦୮.୩୨ ଗତେ ମିଥୁନ, ତିଥି – ୯ମୀ ରାତ୍ରି ୦୪.୧୯ ଗତେ ୧୦ମୀ,ଘାତ ଚନ୍ଦ୍ର – ବିଛା ରାତ୍ରି ୦୮.୩୨ ଗତେ କନ୍ୟା ,ଘାତ ବାର- ମକର,ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ ।

Pisces

ମୀନ

Tuesday 28 Feb 2023

ପୂ, ଭାଦ୍ରପଦ- ସମସ୍ତ ପ୍ରକାରର ସୁବିଧାଥିଲେ ମଧ୍ୟ ବହୁ କଷ୍ଟରେ କାର‌୍ୟ୍ୟସିଦ୍ଧି ଘଟିବ । ପାରିବାରିକ ଜୀବନ ଆନନ୍ଦମୟ ରହିବ । ବ୍ୟବସାୟ-ବାଣିଜ୍ୟରେ ପ୍ରଗତି କରିବେ । ନୂଆ କର୍ମଚାରୀଙ୍କ ସାକ୍ଷାତରେ କିଛି ନୂଆ ମଉକା ପାଇପାରିବେ ।

ଉ, ଭାଦ୍ରପଦ- ଆନୁଷ୍ଠାନିକ କାର‌୍ୟ୍ୟ ସକାଶେ ପ୍ରସ୍ତୁତିପୂର୍ବ ଜୋରଦାର କରିପାରନ୍ତି । ସମସ୍ୟା ଭାରକ୍ରାନ୍ତ ହୋଇ ମନଟା ଭଲ ଲାଗିବ ନାହିଁ । ରାଜନିତି କ୍ଷେତ୍ରରେ ବିଜୟ ଲାଭ କରିବେ ।

ରେବତୀ- ମାଲିମକଦମା ଆପଷ ବୁଝାବଣା ମଧ୍ୟରେ ସମାଧାନ କରିବେ । ଗୃହିଣୀ ମାନଙ୍କ ପାଇଁ ଦିନଟି ମିଶ୍ରିତ ରହିବ । କିଛି ବିଶେଷ କାର‌୍ୟ୍ୟ ଅତି ଶିଘ୍ର ପୂରଣ ହେବ ।

ପ୍ରତିକାର – ହଳଦିଆ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :