ସୈାର କୁମ୍ଭ ମାସ ଫାଲ୍ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୨୮ ତାରିଖ ମଙ୍ଗଳବାର । ଚନ୍ଦ୍ର – ବୃଷ ରାତ୍ରି ୦୮.୩୨ ଗତେ ମିଥୁନ, ତିଥି – ୯ମୀ ରାତ୍ରି ୦୪.୧୯ ଗତେ ୧୦ମୀ,ଘାତ ଚନ୍ଦ୍ର – ବିଛା ରାତ୍ରି ୦୮.୩୨ ଗତେ କନ୍ୟା ,ଘାତ ବାର- ମକର,ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ ।
ମୃଗଶିରା- ମାନସିକ ସ୍ତରରେ ଉନ୍ନତି ଆସିବ । କାର୍ଯ୍ୟରେ ସିଦ୍ଧିଲାଭ ସହ ସମ୍ନାନ ପାଇବେ । ଘରକୁ ଅତିଥିଙ୍କ ଆଗମନ ହୋଇପାରେ ପରିବହନ, କଳା, ବାଣିଜ୍ୟରେ ଲାଭାନ୍ୱିତ ହୋଇ ପାରନ୍ତି ।
ଆଦ୍ରା- ଚାକିରିରେ ପ୍ରାଧ୍ୟନତା ମିଳିବ । ରାଜନିତିରେ ଉଦ୍ୟମରେ ଅହେତୁକ ବାଧାବିଘ୍ନ ଦେଇ ଗତି କରିପାରନ୍ତି । କ୍ରିଡା କ୍ଷେତ୍ରରେ ଉଲେଖନୀୟ ସଫଳତା ମିଳିପାରେ ।
ପୁନର୍ବସୁ- ବିଦ୍ୟାର୍ଥୀ ମାନେ ପଢାରେ ମନ ଲଗାଇବେ। ମହିଳା ମାନଙ୍କର ଧାର୍ମିକ ଭାବନା ଉଦେୟ ହେବ । ଗୃହ ନିର୍ମାଣ ବ୍ୟବସାୟ କ୍ଷେତ୍ରରେ ସଫଳତା ଲାଭ କରିବେ ।
ପ୍ରତିକାର – ବିଷ୍ଣୁଙ୍କର ସହସ୍ର ନାମ ପାଠ କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫