• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th February 2023: ଆଜି ଏହି ରାଶିର ବ୍ୟକ୍ତି ଦୂର ଜାଗାକୁ ଭ୍ରମଣରେ ଯାଇ ପାରନ୍ତି

ସୈାର କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୨୮ ତାରିଖ ମଙ୍ଗଳବାର । ଚନ୍ଦ୍ର – ବୃଷ ରାତ୍ରି ୦୮.୩୨ ଗତେ ମିଥୁନ, ତିଥି – ୯ମୀ ରାତ୍ରି ୦୪.୧୯ ଗତେ ୧୦ମୀ,ଘାତ ଚନ୍ଦ୍ର – ବିଛା ରାତ୍ରି ୦୮.୩୨ ଗତେ କନ୍ୟା ,ଘାତ ବାର- ମକର,ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ ।

Cancer

କର୍କଟ

Tuesday 28 Feb 2023

ପୁନର୍ବସୁ- ଆରୋଗ୍ୟ ଲାଭ ସହ ବୈଦ୍ଧିକ ବିକାଶ ଘଟିବ । ନୂଆ ବିଚାର ଆପଣଙ୍କ ଆର୍ଥିକ ପକ୍ଷ ଲାଗି ଲାଭଦାୟକ । ବାନ୍ଧବୀଙ୍କର ସହିତ ଦେଖାହେଇ ପାରେ । ପରିବହନ, ଓ ଶିଳ୍ପ କ୍ଷେତ୍ରରେ ଲାଭବାନ ହେବେ।

ପୁଷ୍ୟା- କର୍ମ କ୍ଷେତ୍ରରେ ଅନ୍ୟ ମାନେ ଆପଣଙ୍କର କର୍ମ କରିବାର ଶୈଳିକୁ ବୁଝିପାରିବେ ନାହିଁ । ସାମ୍ବାଦିକତା କ୍ଷେତ୍ରରେ ପ୍ରଂଶସା ସାଉଟିବେ । ବିଦ୍ୟାର୍ଥୀ ମାନେ ଏକାଗ୍ରତା ରକ୍ଷା କରିବେ ।

ଅଶ୍ଳେଷା- ଜମିବାଡି ସମ୍ବନ୍ଧିୟ ସମସ୍ୟାରୁ ମୁକ୍ତି ପାଇବେ । ମହିଳା ମାନେ କୌଣସି ଧର୍ମାନୁଷ୍ଠାନରେ କିଛି ଅଗ୍ରଣି ଦାୟିତ୍ୱ ନେଇ ପାରନ୍ତି । ଅନ୍ୟ ମନସ୍କତା ଓ ଆଘାତପ୍ରାପ୍ତିର ଆଶଙ୍କା ରହିଛି ।

ପ୍ରତିକାର – ଚନ୍ଦ୍ରଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :