• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th February 2023: ଆଜି ଏହି ରାଶିର ବ୍ୟକ୍ତି ଦୂର ଜାଗାକୁ ଭ୍ରମଣରେ ଯାଇ ପାରନ୍ତି

ସୈାର କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୨୮ ତାରିଖ ମଙ୍ଗଳବାର । ଚନ୍ଦ୍ର – ବୃଷ ରାତ୍ରି ୦୮.୩୨ ଗତେ ମିଥୁନ, ତିଥି – ୯ମୀ ରାତ୍ରି ୦୪.୧୯ ଗତେ ୧୦ମୀ,ଘାତ ଚନ୍ଦ୍ର – ବିଛା ରାତ୍ରି ୦୮.୩୨ ଗତେ କନ୍ୟା ,ଘାତ ବାର- ମକର,ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ ।

Leo

ସିଂହ

Tuesday 28 Feb 2023

ମଘା- ଚାକିରିରେ କୈାଶଳ କ୍ରମେ ନିଜର ସ୍ଥିତି ସୁଦଢୃ କରିବେ । ନୂତନ ଲୁଗା ବ୍ୟବସାୟ ପାଇଁ ଯୋଜନା କରବେ । କର୍ମକ୍ଷେତ୍ରରେ ସବୁ କାର‌୍ୟ୍ୟକୁ ନିଜ ହାତକୁ ନେଇ ଶେଷ କରିବେ

ପୂ- ଫାଲ୍‌ଗୁନୀ- ପ୍ରେମ ସମ୍ପର୍କ ମଜବୁତ ରହିବ । ଅଫିସରେ ସହଯୋଗୀ ଆପଣଙ୍କ ବିଚାର ଦ୍ଵାରା ପ୍ରଭାବିତ ହେବେ । ରାଜନୀତି କ୍ଷେତ୍ରରେ କିଛି ପଦପଦବୀ ପ୍ରାପ୍ତ ହୋଇପାରେ । ଛାତ୍ର ଛକ୍ଷତ୍ରୀ ମାନେ ଅଧିକ ସମୟ ଖେଳରେ କଟାଇବେ

ଉ- ଫାଲ୍‌ଗୁନୀ- କୋର୍ଟରେ ରାୟ ଆପଣଙ୍କ ସପୋର୍ଟ ରେ ଆସିପାରେ । ମହିଳା ମାନେ ଆଭୁଷଣ ପ୍ରିୟ ହେବେ । ଚୟନ ଭୁମିକୁ କ୍ରୟ କରିବେ

ପ୍ରତିକାର – ସୂର‌୍ୟ୍ୟ ଦେବତାଙ୍କର ପୂଜା କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :