• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th February 2023: ଆଜି ଏହି ରାଶିର ବ୍ୟକ୍ତି ଦୂର ଜାଗାକୁ ଭ୍ରମଣରେ ଯାଇ ପାରନ୍ତି

ସୈାର କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୨୮ ତାରିଖ ମଙ୍ଗଳବାର । ଚନ୍ଦ୍ର – ବୃଷ ରାତ୍ରି ୦୮.୩୨ ଗତେ ମିଥୁନ, ତିଥି – ୯ମୀ ରାତ୍ରି ୦୪.୧୯ ଗତେ ୧୦ମୀ,ଘାତ ଚନ୍ଦ୍ର – ବିଛା ରାତ୍ରି ୦୮.୩୨ ଗତେ କନ୍ୟା ,ଘାତ ବାର- ମକର,ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ ।

Virgo

କନ୍ୟା

Tuesday 28 Feb 2023

ଉ- ଫାଲ୍‌ଗୁନୀ- ବ୍ୟବସାୟରେ ଆୟ ଅପେକ୍ଷା ବ୍ୟୟ ଅଧିକ ହୋଇପାରେ । ପ୍ରେମିକ ପ୍ରେମିକା ମାନେ ପରସ୍ପର ଠାରୁ ଦୂରତ୍ୱ ଅବଲମ୍ବନ କରିବେ । ଦୁର୍ଘଟଣା ଗସ୍ତ ହୋଇପାରନ୍ତି । କାମରେ ଭଲ ପ୍ରଦର୍ଶନ ପାଇଁ କିଛି ନୂଆ କରିବେ

ହସ୍ତା- ରାଜନୀତି କ୍ଷେତ୍ରରେ ନିଜକୁ ସୁରକ୍ଷିତ ରଖି ପାରିବେ । ନୂତନ ଯୋନଜାକୁ କର‌୍ୟ୍ୟକରୀ କରନ୍ତୁ ନାହିଁ । ଶିକ୍ଷାତ୍ରୀ ମାନେ କିଛି ପରିମାଣରେ ଶୁଭଫଳ ପାଇବେ ।

ଚିତ୍ରା- ଚୋରି ହେବା ସମ୍ଭାବନା ରହିଛି । ଜମି କିଣିବା ବେଳେ ଗୁରୁଜନଙ୍କ ପରାମର୍ଶ ଭଲ ରହିବ । ଅଳ୍ପ ପରିଶ୍ରମ କରି ଅଧିକ ଧନ ପାଇବାର ଆଶା ଦେଖାଦେବ

ପ୍ରତିକାର - ଐ୍ୟଂ ସ୍ତୀଂ ଶ୍ରୀଂ ବୁଧାୟ ନମଃ ଜପ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :