• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th February 2023: ଆଜି ଏହି ରାଶିର ବ୍ୟକ୍ତି ଦୂର ଜାଗାକୁ ଭ୍ରମଣରେ ଯାଇ ପାରନ୍ତି

ସୈାର କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୨୮ ତାରିଖ ମଙ୍ଗଳବାର । ଚନ୍ଦ୍ର – ବୃଷ ରାତ୍ରି ୦୮.୩୨ ଗତେ ମିଥୁନ, ତିଥି – ୯ମୀ ରାତ୍ରି ୦୪.୧୯ ଗତେ ୧୦ମୀ,ଘାତ ଚନ୍ଦ୍ର – ବିଛା ରାତ୍ରି ୦୮.୩୨ ଗତେ କନ୍ୟା ,ଘାତ ବାର- ମକର,ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ ।

Libra

ତୁଳା

Tuesday 28 Feb 2023

ଚିତ୍ରା- କାର‌୍ୟ୍ୟ କ୍ଷେତ୍ରରେ କୁଶଳତାପୂର୍ବକ ନିଜର ଅଭିଳାଷ ପୂରଣ କରିବେ । ବ୍ୟବସାୟରେ ପ୍ରଭାବ ବିସ୍ତାର କରିବେ । ଚାକିରିରେ ତୀକ୍ଷ୍ମ ବୃଦ୍ଧିମତାର ପରିଚୟ ଦେବେ । ଧର୍ମ ମନୋଭାବ ଦ୍ୱାରା ପରିଜନ ମାନଙ୍କଠାରେ ପ୍ରିୟଭାଜନ ହେବେ

ସ୍ୱାତୀ- ରାଜନିତିରେ ସତ୍ୟବାଦି ହେବେ । ଲେଖାପଢାରେ ଧନ ଅର୍ଜନ କରିବେ । କାମ ଗୁଡିକ ସୁରୁଖୁରୁରେ ହେଇଯିବ । ନିଜର ଭଲ ବ୍ୟବହାର ଦେଖାଇ ସମସ୍ତଙ୍କ ମନ ଜିତିବେ

ବିଶାଖା- ପାରିବାରିକ କ୍ଷେତ୍ରରେ ଆଶା ଆଶ୍ୱସନା ପାଇ ପାରନ୍ତି । ଗୃହ ନିର୍ମାଣ ବ୍ୟବସାୟ କ୍ଷେତ୍ରରେ ସଫଳତା ଲାଭ କରିବେ । ମହିଳା ମାନେ କର୍ମ କ୍ଷେତ୍ରରେ ନିଯୁକ୍ତି ପାଇ ପାରନ୍ତି ।

ପ୍ରତିକାର – କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :