• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th February 2023: ଆଜି ଏହି ରାଶିର ବ୍ୟକ୍ତି ଦୂର ଜାଗାକୁ ଭ୍ରମଣରେ ଯାଇ ପାରନ୍ତି

ସୈାର କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୨୮ ତାରିଖ ମଙ୍ଗଳବାର । ଚନ୍ଦ୍ର – ବୃଷ ରାତ୍ରି ୦୮.୩୨ ଗତେ ମିଥୁନ, ତିଥି – ୯ମୀ ରାତ୍ରି ୦୪.୧୯ ଗତେ ୧୦ମୀ,ଘାତ ଚନ୍ଦ୍ର – ବିଛା ରାତ୍ରି ୦୮.୩୨ ଗତେ କନ୍ୟା ,ଘାତ ବାର- ମକର,ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ ।

Sagittarius

ଧନୁ

Tuesday 28 Feb 2023

ମୂଳା- ବ୍ୟବସାୟରେ କ୍ରମଶଃ ଲାଭ ପାଇବେ। ଆଜିର କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନିଧ୍ୟରୁ ଉପକୃତ ହୋଇପାରନ୍ତି । ଆକସ୍ମିକ ଭାବେ ନିକଟ ସମ୍ପର୍କୀୟ ମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ

ପୂ, ଷାଢା- ରାଜଦଳୀୟ ନେତା ମିଥ୍ୟା ଗୁଜବରେ ବିଚଳିତ ହେବେ । ଶିକ୍ଷା ଦୃଷ୍ଟିରୁ ପିଲା ମାନଙ୍କୁ ବହୁତ ଭଲ ଫଳ ମିଳିବ ।ବିବାଦୀୟ ପରିସ୍ଥିତିକୁ ମନବୁଝାଣିଆ କଥା କହି ପରିବେଶକୁ ସ୍ୱାଭାବିକ କରିପାରନ୍ତି

ଉ, ଷାଢା- ମହିଳା ମାନଙ୍କର ଭାଗ୍ୟ ଉଦ୍ୟୟ ହୋଇପାରେ । ଭଲ ସମ୍ପର୍କ ନଥିବା ବ୍ୟକ୍ତିଙ୍କ ଦ୍ୱାରା ମିଥ୍ୟା ଗୁଜବରେ ଆତଙ୍କିତ ହେବା ଠିକ୍ ନୁହେଁ । ପ୍ରଶାସନିକ ଆଲୋଚନା କ୍ଷେତ୍ରରେ ଅପରାହ୍ନ ସମୟ ଟେନସନ୍ କିଛି ମାତ୍ରରେ କମିଯିବ

ପ୍ରତିକାର – ଶ୍ରୀ ରାମଙ୍କ ସ୍ତୋତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :