• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th February 2023: ଆଜି ଏହି ରାଶିର ବ୍ୟକ୍ତି ଦୂର ଜାଗାକୁ ଭ୍ରମଣରେ ଯାଇ ପାରନ୍ତି

ସୈାର କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୨୮ ତାରିଖ ମଙ୍ଗଳବାର । ଚନ୍ଦ୍ର – ବୃଷ ରାତ୍ରି ୦୮.୩୨ ଗତେ ମିଥୁନ, ତିଥି – ୯ମୀ ରାତ୍ରି ୦୪.୧୯ ଗତେ ୧୦ମୀ,ଘାତ ଚନ୍ଦ୍ର – ବିଛା ରାତ୍ରି ୦୮.୩୨ ଗତେ କନ୍ୟା ,ଘାତ ବାର- ମକର,ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ ।

Capricorn

ମକର

Tuesday 28 Feb 2023

ଉ, ଷାଢା- ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ବ୍ୟବସାୟୀ ମାନେ ଆଜି ବ୍ୟବସାୟରେ ଲାଭାଂଶ କମାଇବେ । ଶାରୀରିକ ପିଡା ଅପେକ୍ଷା କୃତ କମ ରହିବ । ନିକଟ ସମ୍ପର୍କୀୟଙ୍କ ଠାରୁ ସାହାର‌୍ୟ୍ୟ ପାଇ ଖୁସି ହେବେ

ଶ୍ରବଣା- କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାର‌୍ୟ୍ୟ ପାଇବେ । ଆଜି କୈାଣସି ଆନୁଷ୍ଠାନିକ କାମରେ ନିୟ୍ୟେଜିତ ରହିବେ । ଶିକ୍ଷାତ୍ରୀ ମାନେ ଦେଇଥିବା ପରିକ୍ଷାରେ କୃତକାର‌୍ୟ୍ୟ ହେବେ ।

ଧନିଷ୍ଠା- ଋଣ କ୍ଷେତ୍ରରେ ଅର୍ଥ ଲାଭ କରିବେ । ମହିଳା ମାନେ କରିଥିବା ଆଶା ପୂରଣ ହୋଇପାରେ । ପୁରୁଣା ଗାଡି ବିକିବାରେ ମନ ବଳାଇବେ

ପ୍ରତିକାର – କାଳିଙ୍କ ଯନ୍ତ୍ରିକା ମହା କବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :