• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th February 2025: କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ଆଜିର ରାଶିଫଳ...

ପରିବହନ ବ୍ୟବସାୟରେ ବିଶେଷ ଲାଭବାନ ହେବେ । ଆତ୍ମୀୟମାନେ ଅସୁବିଧାରେ ପକାଇବାକୁ ଚେଷ୍ଟା କରିପାରନ୍ତି। କ୍ୟାରିୟରରେ ସଠିକ୍ ଦିଗରେ ଯିବା ପାଇଁ ଚେଷ୍ଟା କରିବେ।

Aries

ମେଷ

Friday 28 Feb 2025

ଅଶ୍ୱନୀ- ମଧୁର କଥାରେ ପରକୁ ଆପଣାର କରିପାରନ୍ତି । ପ୍ରେମ କ୍ଷେତ୍ରରେ ସଫଳତା ପାଇବେ । ବ୍ୟବସାୟ ଆଦି ବିଭିନ୍ନ ସଂସ୍ଥାରୁ ଧନ ଆସିବ ।

ଦ୍ୱିଜା- ସନ୍ତାନଙ୍କ ଭାଗ୍ୟରେ ଏବଂ ଆର୍ଥିକ ସ୍ଥିତି ଉନ୍ନତି ଦେଖାଦେବ । ସାମାଜିକ କାର୍ଯ୍ୟରେ ସଫଳତା ପାଇବେ । ସହଯୋଗୀମାନଙ୍କ ଯୋଗୁ କର୍ମକ୍ଷେତ୍ରରେ ଭଲ କରିବେ । ଶିକ୍ଷାର୍ଥୀମାନଙ୍କ ପାଇଁ ଅଧ୍ୟୟନରେ ଆଗ୍ରହ ବଢିବ ।

କୃତିକା- କଚେରି ମାମଲାରେ କ୍ଷେତ୍ରରେ ଆଶାଜନକ ଫଳ ପାଇବେ । ମହିଳାମାନେ କାର୍ଯ୍ୟବ୍ୟସ୍ତ ରହିବେ । ବିଭିନ୍ନ ଅନୁଷ୍ଠାନ ଓ ସଂଗଠନ କ୍ଷେତ୍ରରେ ନିଜକୁ ସାମିଲ କରିବା ସହିତ ନିଜର ଦକ୍ଷତା ପ୍ରତିପାଦିତ କରିବେ ।

ପ୍ରତିକାର - ଧାର୍ମିକ ସ୍ଥାନରେ କଳା ସୋରିଷ ତେଲ ଦାନ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :