• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th February 2025: କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ଆଜିର ରାଶିଫଳ...

ପରିବହନ ବ୍ୟବସାୟରେ ବିଶେଷ ଲାଭବାନ ହେବେ । ଆତ୍ମୀୟମାନେ ଅସୁବିଧାରେ ପକାଇବାକୁ ଚେଷ୍ଟା କରିପାରନ୍ତି। କ୍ୟାରିୟରରେ ସଠିକ୍ ଦିଗରେ ଯିବା ପାଇଁ ଚେଷ୍ଟା କରିବେ।

Taurus

ବୃଷ

Friday 28 Feb 2025

କୃତିକା- ପାରିବାରିକ ଜୀବନରେ ବୁଝାବଣା ନେଇ ତିକ୍ତତା ଦୂରେଇବାରେ ବନ୍ଧୁଙ୍କ ଅବଦାନ ଅବିସ୍ମରଣୀୟ ରହିବ । ଅଧିକ ଚିନ୍ତା କରିଲେ ମାନସିକ ଶାନ୍ତି ଭଙ୍ଗ ହେବ । ପ୍ରେମ ଜୀବନ ଭଲ ରହିବ ।

ରୋହିଣୀ- ପଛ କଥା ପଛରେ ପକାଇ ଏହି ସମୟର ସଦୁପଯୋଗ କରିପାରିଲେ ଭଲ । ମନରେ ସାହସ ବାନ୍ଧି କୌଣସି କାମ ଆରମ୍ଭ କରି ପାରିଲେ ଅବଶ୍ୟ ସଫଳତା ପାଇବେ । ମହିଳାମାନେ କର୍ତ୍ତବ୍ୟନିଷ୍ଠା ପରାୟଣ ରହିବେ।

ମୃଗଶିରା- କଳା, ସାହିତ୍ୟ, ଗବେଷଣା କ୍ଷେତ୍ରରେ ଖୁସି ରହିବେ। ସତର୍କ ରୁହନ୍ତୁ ଆପଣଙ୍କ ବ୍ୟବହାରରେ ଶତ୍ରୁ ବୃଦ୍ଧି ହୋଇପାରନ୍ତି । ରୋଜଗାରର ବୃଦ୍ଧି ପାଇଁ ଅନ୍ୟର ସହଯୋଗ ମିଳିବ।

ପ୍ରତିକାର – ମଙ୍ଗଳାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :