ପରିବହନ ବ୍ୟବସାୟରେ ବିଶେଷ ଲାଭବାନ ହେବେ । ଆତ୍ମୀୟମାନେ ଅସୁବିଧାରେ ପକାଇବାକୁ ଚେଷ୍ଟା କରିପାରନ୍ତି। କ୍ୟାରିୟରରେ ସଠିକ୍ ଦିଗରେ ଯିବା ପାଇଁ ଚେଷ୍ଟା କରିବେ।
ଧନିଷ୍ଠା- ସାଂସାରିକ ଜୀବନ ସୁଖମୟ ହେବ । ବ୍ୟବସାୟରେ ଖର୍ଚ୍ଚକୁ ସୀମିତ କରିବାରେ ସକ୍ଷମ ହେବେ । ପ୍ରତ୍ୟେକଟି କ୍ଷେତ୍ରରେ ନିଜର ଉଦ୍ୟମ ବଳରେ ସଫଳତା ପାଇବେ ।
ଶତଭିଷା- ସମାଜ ସେବାରେ ବେଶ୍ ଆନନ୍ଦ ଅନୁଭବ କରିବେ । ଛାତ୍ରଛାତ୍ରୀମାନେ ପଢାରେ ସହଯୋଗ ପାଇବେ । ରାଜନୀତିରେ ଆଗ୍ରହ ବଢିପାରେ ।
ପୂ,ଭାଦ୍ରପଦ- ପରହାତରେ ଥିବା ଧନ ସହଜରେ ପ୍ରାପ୍ତ ହେବ । ମହିଳାମାନଙ୍କୁ କୌଣସି ବ୍ୟକ୍ତିଙ୍କ ସହୟତା ମିଳିବ । ନୂତନ ଯାନ ବାହନ କ୍ରୟ କରିବାର ଯଥେଷ୍ଟ ସମ୍ଭାବନା ରହିଛି ।
ପ୍ରତିକାର – ସବୁଜ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮