• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th February 2025: କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ଆଜିର ରାଶିଫଳ...

ପରିବହନ ବ୍ୟବସାୟରେ ବିଶେଷ ଲାଭବାନ ହେବେ । ଆତ୍ମୀୟମାନେ ଅସୁବିଧାରେ ପକାଇବାକୁ ଚେଷ୍ଟା କରିପାରନ୍ତି। କ୍ୟାରିୟରରେ ସଠିକ୍ ଦିଗରେ ଯିବା ପାଇଁ ଚେଷ୍ଟା କରିବେ।

Gemini

ମିଥୁନ

Friday 28 Feb 2025

ମୃଗଶିରା- ସ୍ୱାସ୍ଥ୍ୟଜନିତ ଅବସ୍ଥା ନିୟାନ୍ତ୍ରଣାଧିନ ରହିବ । ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ଗୁରୁଜନଙ୍କ ସହମତରେ ଆଗକୁ ବଢିପାରିବେ ।

ଆଦ୍ରା- ବହୁତ ଅଯଥା ଭ୍ରମଣ କରିବାକୁ ପଡିପାରେ । ବ୍ୟବସାୟରେ ସଫଳତା ଅର୍ଜନ କରି ଆଶାତୀତ ଲାଭ ଉଠେଇବେ । କଠିନ ପରିଶ୍ରମ କରି ପଢାରେ ଆଗକୁ ବଢି ପାରିବେ । ସମାଜ ସେବାରେ ସ୍ୱନାମ ପାଇବେ ।

ପୁନର୍ବସୁ- ଜମିଜମା ଜନିତ କ୍ରୟ,ବିକ୍ରୟରୁ ଲାଭ କମାଇ ପାରିବେ । ମହିଳାମାନେ ଭ୍ରମଣର ସୁଯୋଗ ପାଇବେ । କୌଣସି ଧର୍ମାନୁଷ୍ଠାନରେ ମୁଖିଆ ଭାବରେ ଦାୟିତ୍ୱ ତୁଲାଇ ପାରନ୍ତି । ଆତ୍ମବିଶ୍ୱାସ ଓ ଆଶାକୁ ନେଇ ଆଗକୁ ବଢିବେ ।

ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :