• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th February 2025: କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ଆଜିର ରାଶିଫଳ...

ପରିବହନ ବ୍ୟବସାୟରେ ବିଶେଷ ଲାଭବାନ ହେବେ । ଆତ୍ମୀୟମାନେ ଅସୁବିଧାରେ ପକାଇବାକୁ ଚେଷ୍ଟା କରିପାରନ୍ତି। କ୍ୟାରିୟରରେ ସଠିକ୍ ଦିଗରେ ଯିବା ପାଇଁ ଚେଷ୍ଟା କରିବେ।

Cancer

କର୍କଟ

Friday 28 Feb 2025

ପୁନର୍ବସୁ- ବନ୍ଧୁ ଓ ପରିବାର ମଧ୍ୟରେ ହସ ଖୁସିରେ ସମୟ ଅତିବାହିତ କରିବେ । ସ୍ୱାସ୍ଥ୍ୟରେ ସୁଧାର ସାଙ୍ଗକୁ ମାନସିକ ସ୍ଥିରତା ଅକ୍ଷୁଣ୍ଣ ରହିବ । କର୍ମକ୍ଷେତ୍ରରେ ଦକ୍ଷତା ବୃଦ୍ଧି ସହ ସହକର୍ମୀ ସହନାଭୂତି ପ୍ରଦର୍ଶନ କରିବେ ।

ପୁଷ୍ୟା- ପରୋକ୍ଷ ଶତ୍ରୁତା ଲାଗି ରହି ପାରନ୍ତି ସେଥିପ୍ରତି ସତର୍କ ରୁହନ୍ତୁ । ବ୍ୟବସାୟରେ ସମସ୍ୟା ସତ୍ତ୍ୱେ ଲାଭ ଆଦି ଫଳ ଭୋଗ କରିବେ । ଚାକିରିରେ ବଦଳି ହେବା ଦ୍ୱାରା ଅସୁବିଧାରେ ପଡିପାରନ୍ତି।

ଅଶ୍ଲେଷା- ପୁରୁଣା ଗାଡି ବିକିବାରେ ମନ ବଳାଇବେ । ଗୃହସୀମାକୁ କେନ୍ଦ୍ରକରି ଭାଇ କିମ୍ବା ପଢୋଶୀଙ୍କ ସହ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବ ।

ପ୍ରତିକାର – ଶ୍ରୀ ଗଣେଶଙ୍କର ପୂଜା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :