ପରିବହନ ବ୍ୟବସାୟରେ ବିଶେଷ ଲାଭବାନ ହେବେ । ଆତ୍ମୀୟମାନେ ଅସୁବିଧାରେ ପକାଇବାକୁ ଚେଷ୍ଟା କରିପାରନ୍ତି। କ୍ୟାରିୟରରେ ସଠିକ୍ ଦିଗରେ ଯିବା ପାଇଁ ଚେଷ୍ଟା କରିବେ।
ଉ,ଫଳଗୁନି- କର୍ମକ୍ଷେତ୍ରରେ ପରିଶ୍ରମର ଭଲ ପରିମାଣ ପାଇବା ସହିତ ଉଚ୍ଚପଦ ପଦବୀ ପାଇବାରେ ସଫଳ ହେବେ । ଗୃହରେ କୌଣସି ବ୍ୟକ୍ତିଙ୍କଠାରୁ ସୁଖ ସୁମ୍ବାଦ ପାଇବେ । ପୁରୁଣା ବନ୍ଧୁଙ୍କ ସହିତ ମିଶିବା ପାଇଁ ମନରେ ଆଗ୍ରହ ସୃଷ୍ଟି ହେବ।
ହସ୍ତା- ରାଜନୀତିରେ ଯଥେଷ୍ଟ ଲାଭ ପାଇବେ । ଛାତ୍ରିଙ୍କୁ କୌଣସି ଅଭିଜ୍ଞ ବ୍ୟକ୍ତିଠାରୁ ଭଲ ପରାମର୍ଶ ମିଳିବ । ସାମ୍ବାଦିକ ମାନେ ଲକ୍ଷ୍ୟ ଦିଗରେ ଆଗେଇବେ ।
ଚିତ୍ରା-ଧର୍ମ କାର୍ଯ୍ୟରେ ମନୋନିବେଶ କରିବେ । କିଣାବିକା କ୍ଷେତ୍ରରେ ସତର୍କତା ଅବଲମ୍ବନ ନକଲେ ଠକାମିରେ ପଡିପାରନ୍ତି । ପରିବାରରେ ପିଲାଙ୍କ ବିଶୃଙ୍ଖଳିତ ଆଚରଣ ଓ ଜିଦ୍ ମନକୁ ବିଭାନ୍ତ କରିପାରନ୍ତି ।
ପ୍ରତିକାର - ତୁଳସୀ ଚଉରା ମୂଳେ ଜଳ ଅର୍ପଣ କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫