ପରିବହନ ବ୍ୟବସାୟରେ ବିଶେଷ ଲାଭବାନ ହେବେ । ଆତ୍ମୀୟମାନେ ଅସୁବିଧାରେ ପକାଇବାକୁ ଚେଷ୍ଟା କରିପାରନ୍ତି। କ୍ୟାରିୟରରେ ସଠିକ୍ ଦିଗରେ ଯିବା ପାଇଁ ଚେଷ୍ଟା କରିବେ।
ଚିତ୍ରା- ମାନସିକ ଦୁଶ୍ଚିନ୍ତା ଦୂର ହେବ । ଗୁରୁଙ୍କର ପରାମର୍ଶରେ ଧର୍ମମାର୍ଗରେ ଯିବା ପାଇଁ ମନବଳାଇ ପାରନ୍ତି । ଆଶା କରୁଥିବା ଖବର ପାଇ ଖୁସି ହୋଇଯିବେ । ଧର୍ମ ମନୋଭାବ ଦ୍ୱାରା ପରିଜନମାନଙ୍କଠାରେ ପ୍ରିୟଭାଜନ ହେବେ ।
ସ୍ୱାତୀ- ଶିଳ୍ପ ବାଣିଜ୍ୟରେ କ୍ଷେତ୍ରରେ ଅଭିବୃଦ୍ଧି ଘଟିପାରେ । କିଛି ଯାନ୍ତ୍ରିକ ଜିନିଷ ଉପକରଣ କ୍ରୟ କରିପାରନ୍ତି । ଉଚ୍ଚବିଦ୍ୟା ଅଧ୍ୟୟନ ପାଇଁ ବିଦେଶକୁ ଯାଇ ପାରନ୍ତି ।
ବିଶାଖା- ପୈତୃକ ସଂପତ୍ତିର ସମାଧାନ ହୋଇଜିବ । ପଛ କଥା ନଭାବି ବର୍ତମାନ ପରିସ୍ଥିତିକୁ ସାମ୍ନା କରିବେ । ସୁନ୍ଦର କଳ୍ପନାରେ ବିଭୋର ରହିବେ । ମହିଳାମାନେ ଉତ୍ସାହିତ ରହିବେ।
ପ୍ରତିକାର – ପର୍ଶୁରାମ ଫଟୋକୁ ପୂଜାର୍ଚ୍ଚନା କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬