ପରିବହନ ବ୍ୟବସାୟରେ ବିଶେଷ ଲାଭବାନ ହେବେ । ଆତ୍ମୀୟମାନେ ଅସୁବିଧାରେ ପକାଇବାକୁ ଚେଷ୍ଟା କରିପାରନ୍ତି। କ୍ୟାରିୟରରେ ସଠିକ୍ ଦିଗରେ ଯିବା ପାଇଁ ଚେଷ୍ଟା କରିବେ।
ବିଶାଖା- ବ୍ୟବସାୟ ପଥ ସୁଗମ ହେବ, ଆୟ ଅବ୍ୟହତ ହେବ । କର୍ମ କ୍ଷେତ୍ରରେ ପ୍ରସିଦ୍ଧି ଲାଭ କରିବେ । ପିଲାମାନେ ଅସୁସ୍ଥତା ବଶତଃ କର୍ତ୍ତବ୍ୟରେ ତ୍ରୁଟି କରିପାରନ୍ତି ।
ଅନୁରାଧା- ଦୂର ଯାତ୍ରାରେ ଲକ୍ଷ୍ୟଣ ପୂରଣ କରିପାରନ୍ତି । ମହିଳାମାନେ ଅଳଙ୍କାରମାନ କ୍ରୟ କରିପାରନ୍ତି । ଅଧିକ ଆତ୍ମବିଶ୍ୱାସ ହାନିକାରକ ହୋଇପାରେ।
ଜ୍ୟେଷ୍ଠା- ଅଦାଲତରେ ସଫଳତା ହାସଲ କରି ଆନନ୍ଦ ଅନୁଭବ କରିବେ । ମାନସିକ ଅସ୍ଥିରତା କାରଣରୁ କାମ ଉତ୍ସାହପ୍ରଦ ହେବ ନାହିଁ । ମହିଳାମାନେ ସୁସ୍ୱାଦ ଭୋଜନ କରିବେ ।
ପ୍ରତିକାର – ପ୍ରଭୁ ନୃସିଂହଙ୍କ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯