• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th February 2025: କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ଆଜିର ରାଶିଫଳ...

ପରିବହନ ବ୍ୟବସାୟରେ ବିଶେଷ ଲାଭବାନ ହେବେ । ଆତ୍ମୀୟମାନେ ଅସୁବିଧାରେ ପକାଇବାକୁ ଚେଷ୍ଟା କରିପାରନ୍ତି। କ୍ୟାରିୟରରେ ସଠିକ୍ ଦିଗରେ ଯିବା ପାଇଁ ଚେଷ୍ଟା କରିବେ।

Sagittarius

ଧନୁ

Friday 28 Feb 2025

ମୂଳା- ସ୍ୱାସ୍ଥ୍ୟ ସମସ୍ୟା ଦୂର ହୋଇ ଦୈନିକ କାର୍ଯ୍ୟଗତି ଉତ୍ସାହପୂର୍ଣ୍ଣ ହେବ । କାର୍ଯ୍ୟ କ୍ଷେତ୍ରରେ ସୁଖ ଶାନ୍ତି ବୃଦ୍ଧି ହେବା ସହ ଉଚ୍ଚ ସମ୍ଭାବନାର ଆଶା ପାଇବେ । ଜିବିକା ଅର୍ଜନରେ ସଫଳତା ଲାଭ ପାଇବେ ।

ପୂ,ଷାଢା- ଖୋଳାଳିମାନେ ଉତ୍ତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ । ସାମ୍ବାଦିକମାନେ ଶୁଭ ସଂବାଦ ପାଇ ଉତ୍ସାହିତ ହେବେ । ବାଧ୍ୟବାଧକତାରେ ଅନେକ ଟଙ୍କା ଖର୍ଚ୍ଚକରି ଦୁଖିତ ରହିବେ । ଶିକ୍ଷାକ୍ଷେତ୍ରରେ ଅନେକ ସମସ୍ୟା ଦେଖାଦେବ ।

ଉ,ଷାଢା- ରାସ୍ତାଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ମହିଳାମାନେ ପଡୋଶୀଙ୍କ ସହ ଭଲ ସମ୍ପର୍କ ସ୍ଥାପନ କରିବେ । ପୂର୍ବରୁ ଚାଲୁଥିବା ଆଇନଗତ ଲଢେଇରେ ବିଜୟ ଲାଭ କରିବେ ।

ପ୍ରତିକାର – ଶ୍ରୀ ରାମ ରକ୍ଷକ ସ୍ତୋତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :